PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

କୁଖ୍ୟାତ ଆତଙ୍କବାଦୀ ମାସୁଦ ଆଝାରକୁ ଜେଲରୁ ମୁକ୍ତ କରିଲା ପାକିସ୍ତାନ! ଏବେ ଭାରତ ବିରୋଧରେ ରଚୁଛି ଏକ ବଡ ଷଡଯନ୍ତ୍ର

(FILES) In this photograph taken on February 4, 2000, Masood Azhar, chief of the Jaish-e-Mohammad (JeM), arrives at Karachi Press Club to address a press conference in Karachi. - The United Nations on May 1 added Masood Azhar, the leader of a Pakistan-based Islamist group, to its list of global terrorists after China lifted its objections to the move. (Photo by AAMIR QURESHI / AFP)

ନୂଆଦିଲ୍ଲୀ ୯।୯: କୁଖ୍ୟାତ ଆତଙ୍କବାଦୀ ସଂଗଠନ ଜୈସ୍‌-ଏ-ମହମ୍ମଦର ମୁଖ୍ୟ ମାସୁଦ ଆଝାରକୁ ଜେଲରୁ ମୁକ୍ତ କରିଥିବାର ସୂଚନା ମିଳିଛି । ଏହାପରେ ମାସୁଦ ତାହାର ସଙ୍ଗଠନର ଲୋକମାନଙ୍କ ସହ ଆଲୋଚନା କରୁଥିବା ବି କୁହାଯାଉଛି । ଖାଲି ସେତିକି ନୁହେଁ, ମାସୁଦ ଆଝାର ଭାରତରେ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ସେ ଷଡଯନ୍ତ୍ରର ଯୋଜନା କରୁଥିବାର ସୂଚନା ମିଳିଛି ।

ଇଣ୍ଟେଲିଜେନ୍ସ୍ ବ୍ୟୁରୋ ବା ଆଇବି କେନ୍ଦ୍ର ସରକାରଙ୍କୁ ଏ ବିଷୟରେ ସୂଚନା ଦେଇଥିବା ଜଣାଯାଇଛି। ରାଜସ୍ଥାନର ଭାରତ-ପାକିସ୍ତାନ ସୀମାରେ ଏକତ୍ର ହୋଇଥିବା ପାକ୍ ସୈନିକଙ୍କୁ ନେଇ ଆଲର୍ଟ କରିଛି ଇଣ୍ଟେଲିଜେନ୍ସ୍ ବ୍ୟୁରୋ । ପାକିସ୍ତାନ ଭାରତ ବିରୋଧରେ ଏକ ବଡ ଷଡଯନ୍ତ୍ର ରଚୁଥିବା ଆଇବି କହିଛି ।

ସୂଚନାନୁସାରେ, ପାକିସ୍ତାନ ସିୟାଲକୋଟ-ଜମ୍ମୁ ଓ ରାଜସ୍ଥାନ ସେକ୍ଟରରେ ଗତ କିଛିଦିନ ଧରି ଏକ ବଡ ଧରଣର ଯୋଜନା ପ୍ରସ୍ତୁତ କରୁଛି । ଭାରତ ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା ପରେ ପାକ୍ ଏପରି କରୁଥିବା ଜଣାପଡିଛି ।

ସମ୍ବନ୍ଧିତ ଖବର