ଯାଜପୁରରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୧୮୦ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁରରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୧୮୦ ହେଲା ଆକ୍ରାନ୍ତଙ୍କ ସଂଖ୍ୟା । ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ରସୁଲପୁରର ୧୩ଟି ଗାଁକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି ।

ଏହି ବ୍ୟକ୍ତି ଜଣଙ୍କ କୋଲକାତାରୁ ଫେରିଥିଲେ । ସେ କ୍ୱାରେଣ୍ଟାଇନ୍‌ରେ ଥିଲେ । ଏବେ ତାଙ୍କର ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଉଛି ।

   ସମ୍ବନ୍ଧିତ ଖବର


ପୂର୍ବରୁ କରୋନା ବିଷୟରେ ଦେଇଥିଲେ ଭବିଷ୍ୟବାଣୀ, କହିଲେ ଆଉ ଏତେ ଦିନ ରହିବ

WHO ମୁଖ୍ୟ ହିନ୍ଦୀରେ ଟୁଇଟ କରି ଭାରତକୁ ଧନ୍ୟବାଦ ଦେଲେ, ଜାଣନ୍ତୁ କ’ଣ..

କରୋନା କଟକଣାକୁ ଫୁ… ଭିଡିଓ ଭାଇରାଲ

ଡବ୍ଲ୍ୟୁଏଚ୍‌ଓର କୋଭିଡ୍‌ ସତର୍କବାଣୀ: ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ୨ ବର୍ଷ ଯାଏ ଶୃଙ୍ଖଳିତ ହେବାକୁ ପଡ଼ିବ

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ: ମୃତ୍ୟୁସଂଖ୍ୟା ୧୧୬୮କୁ ବୃଦ୍ଧି

ରାଜ୍ୟରେ ଆଉ ୧୯୦୪ ଜଣ କରୋନା ପଜିଟିଭ‌ ଚିହ୍ନଟ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୨ ହଜାର ଟପିଲା