PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ବିଧାୟକ ପଦରୁ ଇସ୍ତଫା ଦେଲେ ଜାକବ, ଗତକାଲି ଦଳରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର ୨୮/୩: କଂଗ୍ରେସର ବିଧାୟକ ପଦରୁ ଇସ୍ତଫା ଦେଲେ ଜାକବ ପ୍ରଧାନ । ଜି.ଉଦୟଗିରି ବିଧାୟକ ଜାକବ ପ୍ରଧାନ ଗୁରୁବାର ବୌଦ୍ଧରେ ବାଚସ୍ପତିଙ୍କୁ ଭେଟି ଇସ୍ତଫା ପତ୍ର ଦେଇଛନ୍ତି । ଗତକାଲି ସେ ଦଳରୁ ଇସ୍ତଫା ଦେଇଥିଲେ । ତାଙ୍କୁ ଟିକେଟ ନମିଳିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ଜାକବ ।

ଜି.ଉଦୟଗିରିରୁ ପ୍ରାର୍ଥୀ ହେବାକୁ ଆଶୀୟୀ ଥିଲେ ଜାକବ । ମାତ୍ର ଦଳ ତାଙ୍କୁ ଟିକେଟ ନଦେଇ ଦାରିଙ୍ଗିବାଡିର ସରପଞ୍ଚ ଶ୍ଯାମଘନ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିଲା । ତେବେ ଗୁରୁବାର ସେ ନିଜ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି ।

ସମ୍ବନ୍ଧିତ ଖବର