PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ଵର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ
  • ||
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲଙ୍ଘନ, ୨ ଯବାନ ଆହତ

ଶ୍ରୀନଗର, ୧୪|୧୨:  ପାକିସ୍ତାନ ପୁଣି ଭାରତୀୟ ସୀମାରେ ଅସ୍ତ୍ରବିରତି ଉଲଙ୍ଘନ କରିଛି। ପାକ୍ ସେନା ଏଲଓସି ନିକଟବର୍ତ୍ତୀ ରଜୌରୀର କେରି ସେକ୍ଟରରେ ଭାରତୀୟ ସୀମା ମଧ୍ୟକୁ ଗୁଳିଗୋଳା ମାଡ କରିଛି। ଏଥିରେ ୨ଜଣ ଭାରତୀୟ ଯବାନ ଆହତ ହୋଇଛନ୍ତି। ସେନା ମଧ୍ୟ ଏହାର କଡା ଜବାବ ଦେଇଛି।

ଏହାପୂର୍ବରୁ ଗୁରୁବାର ସକାଳେ ପୁଞ୍ଚ ସେକ୍ଟରର ଶାହପୁର, କସ୍ତବା ଓ କେରୀନିରେ ପାକିସ୍ତାନ ଗୁଳିମାଡ କରିଥିଲା। ଫଳରେ ଏଲଓସି ନିକଟରେ ଥିବା ସମସ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି।

ଏହି ଅଞ୍ଚଳରେ ଯାନବାହାନ ଚଳାଚଳ ଉପରେ ରୋକ ଲଗାଯାଇଛି। ସୂଚନାଯୋଗ୍ୟ, ଗତ ଏକ ସପ୍ତାହ ମଧ୍ୟରେ ପାକ୍ ସେନା ଗୁଳିରେ ୨ଜଣ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ଏହାସହ ୧୫ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି।

ସମ୍ବନ୍ଧିତ ଖବର