କୁଲଗାମରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର, ୪ ଆତଙ୍କୀ ନିହତ

ଶ୍ରୀନଗର,୨୭।୪: ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ରବିବାର ଭାରତୀୟ ସେନା ୪ ଜଣ ଆତଙ୍କବାଦୀଙ୍କୁ ମାରିବାରେ ସଫଳ ହୋଇଛି। କୁଲଗାମ ଜିଲାର ଗୁଡ୍ଡୁର ଅଞ୍ଚଳରେ ଭାରତୀୟ ସେନା, ସିଆରପିଏଫ୍, ପୋଲିସ ଆତଙ୍କବାଦୀଙ୍କ ଭିତରେ ହୋଇଥିବା ଏନକାଉଣ୍ଟରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ଅପରେସନ୍ ଜାରି ରହିଛି।

ଜଣେ ପୋଲିସ ଅଧିକାରୀଙ୍କ କହିବା ଅନୁସାରେ, ଦକ୍ଷିଣ କଶ୍ମୀରର ଦେବସରରେ ରବିବାର ସନ୍ଧ୍ୟାରେ ସୁରକ୍ଷାବଳଙ୍କ ଉପରେ ଆତଙ୍କବାଦୀମାନେ ଗୁଳିମାଡ କରିଥିଲେ। ଏହି ସମୟରେ ଦୁଇ ପକ୍ଷରେ ଗୁଳିବିନିୟମ ହେବା ଫଳରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ଚିହ୍ନଟ ହୋଇପାରିନାହିଁ। ସର୍ଚ୍ଚ ଅପରେସନ୍ ଜାରି ରହିଛି।

   ସମ୍ବନ୍ଧିତ ଖବର


ABP CVoterର ରିପୋର୍ଟ: ବିହାରରେ ସରକାର ଗଢ଼ିବ କିଏ? ଜନତାଙ୍କ ନଜରରେ ଏହି ନେତା ହେବେ ମୁଖ୍ୟମନ୍ତ୍ରୀ

ମୋ ସିନ୍ଦୂର ମୋର – ସ୍ୱାମୀଙ୍କ ପ୍ରେମିକାଙ୍କୁ ଛୁରୀରେ ଆକ୍ରମଣ କଲେ ମହିଳା !

ବିହାର ରାଜନୀତି: ଆଶାୟୀ ବିଧାୟକ ପ୍ରାର୍ଥୀ ଶ୍ରୀନାରାୟଣଙ୍କୁ ଗୁଳିକରି ହତ୍ୟା, ତାଙ୍କ ନାମରେ ଥିଲା ଅପରାଧିକ ମାମଲା

ଆମେରିକାରେ ସମସ୍ତଙ୍କୁ ମାଗଣା କୋରନା ଟିକା ଦେବା ପାଇଁ ଘୋଷଣା କଲେ ରାଷ୍ଟ୍ରପତି ପ୍ରାର୍ଥୀ ବିଡେନ୍‌

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ, ଭୁଲରେ ବି ଡାଉନଲୋଡ କରନ୍ତୁ ନାହିଁ ଏହି ୧୯ ଆପ୍ସ

ଟ୍ରାଫିକ୍ କନଷ୍ଟେବଳଙ୍କୁ ମାଡ଼ ମାରିଲେ ମହିଳା , ଭିଡ଼ିଓ ଭାଇରାଲ