PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା ଜଣେ ମୃତ, ୨ ଗୁରୁତର

ନିଶ୍ଚିତକୋଇଲି,୪।୮ କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ ସାଲେପୁର-ଛତିଆ ରାସ୍ତା ର କୁଆଁପାଳ ତେଲଟାଙ୍କି ନିକଟରେ ବାଇକ୍ ସ୍କୁଟି ମୁହାଁମୁହିଁ ଧକ୍କ ହୋଇଛି। ଏଥିରେ  ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର‌ ହୋଇଛନ୍ତି। ମୃତକ ଜଣକ ହେଲେ ମାହାଙ୍ଗା ମଧୁପୁର ଗାଁର ମୁକ୍ତାର ମହମ୍ମଦ। ଗୁରୁତର ଦୁଇଜଣ ହେଲେ ମାହାଙ୍ଗା ଥାନା କାଳିଅନ୍ତି ଗାଁର ଗଗନ ସାମଲ ଓ ପ୍ରଭାତ ଭୂୟାଁ । ଗୁରୁତର ଆହତଙ୍କୁ ଅଗ୍ନିଶମ ବାହିନୀ ସହାୟତାରେ ମାହାଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ପଠାଇଦିଆଯାଇଛି। ଏପଟେ ମୃତଦେହକୁ ମାହାଙ୍ଗା ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ପଠାଇବା ସହ ତଦନ୍ତ ଚଳାଇଛି।