PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ତାଲିମ ବେଳେ ଜବାନ ନିଖୋଜ

ବୌଦ୍ଧ ୧୨/୮: ବୌଦ୍ଧ ଜିଲ୍ଲା ବଲାସିଂଗା ଠାରେ ଥିବା ପଞ୍ଚମ ଆଇଆରବି ବାଟାଲିୟନର ଓଡ୍ରାଫ୍ ଟିମକୁ ଆଜି ମହାନଦୀରେ କିପରି ଉଦ୍ଧାର କରାଯିବ ସେନେଇ ତାଲିମ ଦିଆଯାଉ ଥିବାବେଳେ ଜଣେ ଯବାନ ନିଖୋଜ ହୋଇ ଯାଇଛନ୍ତି । ଯବାନଙ୍କ ନାମ ପ୍ରଦ୍ୟୁମ୍ନ ପଣ୍ଡା ବୋଲି ଜଣା ପଡିଛି ।  ପ୍ରାୟ ୩୦ଜଣ ଯବାନ ତାଲିମ ନେଉଥିଲେ । ଏହି ସମୟରେ ଘଟିଯାଇଛି ଏହି ଅଘଟଣ । ତେବେ ତାଙ୍କ ସନ୍ଧାନ ଜାରି ରହିଛି ।