PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଝାରଖଣ୍ଡ ବିଧାନସଭା ନିର୍ବାଚନ : ୧୭ଟି ଆସନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଜାରି

ରାଞ୍ଚି ୧୨।୧୨: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହୋଇଯାଇଛି । ୧୭ ଟି ଆସନ ପାଇଁ ମତଦାନ ଜାରି ରହିଛି। ଏଥିରେ ୩୦୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରିତ କରିବେ ମତଦାତା । ୩୦୯ ପ୍ରାର୍ଥୀଙ୍କ ମଧ୍ୟରେ ୩୨ ଜଣ ମହିଳା ପ୍ରାର୍ଥୀ ଅଛନ୍ତି ।

ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଝାଡଖଣ୍ଡର ୮ଟି ଜିଲ୍ଲାରେ ମତଦାନ ଅନୁଷ୍ଠିତ ହେଉଛି। ରାଞ୍ଚି , ହଟିଆ, କାଂକ, ରାମଗଡ଼ ଓ ବରକଟ୍ଟାରେ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମତଦାନ ଅନଷ୍ଠିତ ହେବ । ଅନ୍ୟ ଆସନମାନଙ୍କରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ । ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏହି ସ୍ଥାନମାନଙ୍କରେ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।