PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଝାଡ଼ଖଣ୍ଡର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୬୨.୪୬% ମତଦାନ, ୨୨୧ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ରାଞ୍ଚି ୧୭/୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ସୋମବାର ଶେଷ ହୋଇଛି । ଏହି ପର୍ଯ୍ୟାୟରେ ୪ଟି ଜିଲ୍ଲାର ୧୫ଟି ଆସନରେ ମତଦାନ ହୋଇଥିଲା । ମତଦାନ ହାର ପ୍ରାୟ ୬୨.୪୬% ହୋଇଥିବା ଜଣାପଡିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା ।

ଜାମୁଆ, ବାଗଡୋର, ଗିରିଡିହୀ, ଡୁମରି ଓ ଟୁଣ୍ଡି ଆସନରେ ଅପରାହ୍ନ ୩ଟାରେ ମତଦାନ ଶେଷ ହୋଇଥିଲା ବେଳେ ଅନ୍ୟ ୧୦ଟି ଆସନ ଯଥା ମଧୁପୁର, ଦେଓଘର, ଗାନ୍ଦେ, ବୋକାରୋ, ଚନ୍ଦନକୟାରୀ, ସିନ୍ଦ୍ରି, ନିର୍ସା, ଧାନବାଦ, ଝରିଆ ଓ ବାଘମରା ଆସନରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା ।

ଏହି ପର୍ଯ୍ୟାୟରେ ୨୨ ମହିଳାଙ୍କ ସମେତ ୨୨୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି । ଆସନ୍ତା ୨୦ ତାରିଖରେ ପଞ୍ଚମ ତଥା ଚୂଡାନ୍ତ ପର୍ଯ୍ୟାୟ ମତଦାନ ହେବ ଏବଂ ୨୩ରେ ଭୋଟ ଗଣତି କରାଯିବ ।

ସମ୍ବନ୍ଧିତ ଖବର