PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୩ ଯବାନ ଶହୀଦ ଓ ଦୁଇ ଆହତ

https://www.bhaskar.com/

ରାଞ୍ଚି,୪।୨: ଝାଡଖଣ୍ଡର ପଶ୍ଚିମ ସିଂହଭୂମ୍ ଜିଲ୍ଲାରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ। ଏହି ବିସ୍ଫୋରଣରେ ୩ ଜଣ ଯବାନ ଶହୀଦ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଅଧିକାରୀଙ୍କ କହିବା ଅନୁସାରେ, ଝାଡଖଣ୍ଡର ପଶ୍ଚିମ ସିଂହଭୂମ୍ ଜିଲ୍ଲାର ଜଙ୍ଗଲରେ ଗୁରୁବାର ନକ୍ସଲ-ଟ୍ରିଗର ଆଇଆଇଡି ବିସ୍ଫୋରଣରେ ତିନିଜଣ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ଆଉ ଦୁଇଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

କୁହାଯାଉଛି ଯେ, ଝାଡଖଣ୍ଡ ପୋଲିସର ସ୍ବତନ୍ତ୍ର ୟୁନିଟ୍ ଝାଡଖଣ୍ଡ ଜଗୁଆରର ଯବାନ ପଶ୍ଚିମ ସିଂହଭୂମ୍ ଜିଲ୍ଲାର ହୋୟାହାତୁ ଗାଁକୁ ଯାଇଥିଲେ। ସକାଳ ପ୍ରାୟ ୮ଟା ୪୫ ମିନିଟରେ ଆଇଇଡି ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ଜଗୁଆରର ୩ ଜଣ ଯବାନ ଶହୀଦ ହୋଇଥିଲେ, ଝାଡଖଣ୍ଡ ଜଗୁଆରର ଜଣେ ଯବାନ ଓ କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଜଣେ ଯବାନ ମଧ୍ୟ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ପରେ ଝାଡଖଣ୍ଡ ପୋଲିସ ଓ ସିଆରପିଏଫ୍ ପକ୍ଷରୁ ନକ୍ସଲଙ୍କ ବିରୋଧରେ ଅଭିଯାନ ଆରମ୍ଭ ହୋଇଛି।

ସମ୍ବନ୍ଧିତ ଖବର