ଝାରସୁଗୁଡ଼ାରୁ ମୁମ୍ୱାଇ ଓ ବାଙ୍ଗାଲୁରୁକୁ ବିମାନସେବା ପାଇଁ ମିଳିଲା ଗ୍ରିନ ସିଗିନାଲ୍: ଅକ୍ଟୋବର ୨୫ରୁ ଆରମ୍ଭ ସମ୍ଭାବନା

ଝାରସୁଗୁଡ଼ା,୨୧/୦୮: ବହୁ ଦିନରୁ ଦାବି ହୋଇ ଆସୁଥିବା ଝାରସୁଗୁଡ଼ାରୁ ମୁମ୍ୱାଇ ଏବଂ ବାଙ୍ଗାଲୁରୁକୁ ବିମାନସେବା ଲାଗି ପଥ ପ୍ରଶସ୍ତ ହୋଇଛି । ଆସନ୍ତା ୱିଣ୍ଟର୍‌ ସିଡ୍ୟୁଲ୍‌ ଅର୍ଥାତ ଅକ୍ଟୋବର ୨୫ରୁ ଝାରସୁଗୁଡ଼ାରୁ ଏହି ବହୁ ପ୍ରତୀକ୍ଷିତ ବିମାନସେବା ଆରମ୍ଭ ହେବାର ସମ୍ଭାବନା ରହିଛି ।

ସ୍ପାଇସଜେଟ୍‌ ପକ୍ଷରୁ ବିମାନସେବା ଆରମ୍ଭ କରିବାକୁ ସ୍ଲଟ୍‌ ଏଲୋକେସନ ପାଇଁ କରାଯାଇଥିବା ଆବେଦନ ଉପରେ ଝାରସୁଗୁଡ଼ା ବିମାନବନ୍ଦର କର୍ତ୍ତୃପକ୍ଷ ସବୁଜ ସଙ୍କେତ ଦେଇ ସାରିଥିବା ବିମାନବନ୍ଦର ନିର୍ଦ୍ଦେଶକ କିଶୋର ସେନାପତି କହିଛନ୍ତି । ଏ ଦିଗରେ ଆବଶ୍ୟକ ହେଉଥିବା ଅନ୍ୟାନ୍ୟ ଅନୁମତି ହାସଲ ପରେ ବିମାନସେବା ଆରମ୍ଭ ହୋଇ ପାରିବ ବୋଲି ସେ କହିଛନ୍ତି ।

   ସମ୍ବନ୍ଧିତ ଖବର


ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ତରୁଣ ଗୋଗୋଇଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର,ଗସ୍ତ କାର୍ଯ୍ୟକ୍ରମ ରଦ୍ଦ କରି ଗୌହାଟି ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ