ଭଦ୍ରକ : ଅଗଷ୍ଟ ୧୫ ପର୍ଯ୍ୟନ୍ତ ଚାଲିବ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଭଦ୍ରକ ୧୦।୮ : ରକ୍ତର ଆବଶ୍ୟକତା ପୂରଣ କରିବ ଜୀବନ ବିନ୍ଦୁ । କ୍ରାନ୍ତିଦିବସରୁ ଆରମ୍ଭ ହୋଇଥିବା ଏହି ଜୀବନବିନ୍ଦୁ କାର୍ଯ୍ୟକ୍ରମ ସ୍ଵାଧୀନତା ଦିବସ ପର୍ଯ୍ୟନ୍ତ ଚାଲୁରହିବ । ଓଡିଶା ମୋ ପାରିବାର ଏହି ରକ୍ତଦାନ ଶିବିରକୁ ଆୟୋଜନ କରୁଛି ।

ଭଦ୍ରକ ଜିଲ୍ଲା ବିଜେଡ଼ି କାର୍ଯ୍ୟାଳୟଠାରେ ଏହି ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଆଜିର ଏହି ରକ୍ତଦାନ ଶିବିରରେ ଓଡିଶା ମୋ ପାରିବାରର ସହ ଆବାହକ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇଥିଲେ । ଭଦ୍ରକ ଜିଲ୍ଲାରେ ପ୍ରତ୍ୟେକ ମାସ ୧ ହଜାର ୟୁନିଟରୁ ଅଧିକ ରକ୍ତ ଆବଶ୍ୟକତା ରହିଥିବା ବେଳେ ବର୍ତ୍ତମାନ ସମୟରେ ରକ୍ତ ସଂଗ୍ରହ ହୋଇପାରୁ ନାହିଂ । ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ଆବଶ୍ୟକତା ପୂରଣ ରକ୍ତ ସଂଗ୍ରହ ହେଉଛି । କେବଳ ଭଦ୍ରକ ଜିଲ୍ଲା ନୁହେଁ ସମଗ୍ର ରାଜ୍ୟରେ ଏବେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା କହିଛନ୍ତି ।

   ସମ୍ବନ୍ଧିତ ଖବର


ନିର୍ବନ୍ଧ ପରେ ବି ପୁରୁଣା ପ୍ରେମିକାକୁ ଭୁଲି ପାରିଲେନି ପ୍ରେମିକ, ତା’ ପରେ କାହାର ହେଲା ଜିତ…

ଭିନ୍ନ ଜାତିରେ ବାହା ହୋଇଥିଲେ ବୋଲି… ଭାଇ ଶବକୁ ଛୁଇଁଲାନି ଭାଇ, ସ୍ୱେଚ୍ଛାସେବୀ କଲେ ସଂସ୍କାର

ଯୁବ ଇଂଜିନିୟର୍‌ଙ୍କୁ ମହଙ୍ଗା ପଡ଼ିଲା ଏକତରଫା ପ୍ରେମ: ଯୁବତୀଙ୍କ ହଷ୍ଟେଲ୍‌ ସମ୍ମୁଖରେ ହାଲ୍ଲାବୋଲ କରିବାରୁ ନିସ୍ତୁକ ଛେଚିଲେ ଦେଖଣାହାରୀ

ଟ୍ରକ୍‌କୁ ପଛରୁ ପିଟିଲା ବୋଲେରୋ, ୫ ବରଯାତ୍ରୀ ଗୁରୁତର

ରାସଗୋବିନ୍ଦପୁର ବନାଞ୍ଚଳ ରାସ୍ତାରୁ ୨୦୦ ଗ୍ରାମର ଭଙ୍ଗା ହାତୀ ଦାନ୍ତ ଉଦ୍ଧାର

ଚିକେନ୍‌ ରାନ୍ଧି ଅପେକ୍ଷା କରିଥିଲା ସ୍ତ୍ରୀ, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ସ୍ୱାମୀର ଜୀବନ