PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

୩ ଜୈସ ଆତଙ୍କବାଦୀଙ୍କୁ ଗିରଫ କଲା ଜମ୍ମୁ ପୁଲିସ

ନୂଆଦିଲ୍ଲୀ ୨୪/୧୨: ଜମ୍ମୁ-କାଶ୍ମୀର ପୁଲିସ ସୋମବାର ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ତିନି ଜଣ ସଦସ୍ୟଙ୍କୁ ଗିରଫ କରିଛି । ସେମାନେ ସୋପିଆନ ଏବଂ କୁଲଗାମର ବାସିନ୍ଦା ବୋଲି ଜଣାପଡିଛି । ଏହି ଦୁଇ ଅଞ୍ଚଳରେ ସଂଗଠନର ଅନ୍ୟ ଆତଙ୍କବାଦୀମାନଙ୍କୁ ନିଜର ଗତିବିଧି ଚଳାଇବାରେ ସେମାନେ ସହାୟତା କରୁଥିଲେ । ସେମାନଙ୍କ ନିକଟରୁ କିଛି ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି । ଏହି ତିନି ଜଣ କେଉଁ କେଉଁ ଆତଙ୍କବାଦୀ ଘଟଣାରେ ସଂପୃକ୍ତ ଅଛନ୍ତି, ତାହାର ଏବେ ଯାଞ୍ଚ କରାଯାଉଛି ।