ପ୍ରମୁଖ ଖବର
  • ପ୍ରକାଶ ପାଇଁ ଓଡ଼ିଶା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି, ମେ ୧୩ ତାରିଖରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ
  • ||
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ମୟୁରଭଞ୍ଜ ଲୋକସଭା ଓ ୫ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ୍

ଭୁବନେଶ୍ୱର ୩/୪: ଓଡିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା । ମୟୁରଭଞ୍ଜ ଲୋକସଭା ଓ ୫ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ୍ । ମୟୁରଭଞ୍ଜ ଲୋକସଭା ପାଇଁ  ଶ୍ରୀମତି ଅଞ୍ଜଳି ସୋରେନଙ୍କୁ ପ୍ରାର୍ଥୀ କରିଛି ଦଳ ।

ବିଧାନସଭା ଆସନ

ସାରସକଣା ବିଧାନସଭା – ମହେଶ ଚନ୍ଦ୍ର ହେମ୍ବ୍ରମ

ବାଙ୍ଗିରିପୋଷି- ସୁନ୍ଦର ମୋହନ ସିଂହ

ମୋରଡା- କଳିଙ୍ଗ କେଶରୀ ଜେନା

ବୀରମିତ୍ରପୁର- ସେବିୟନ ଆଇନ୍ଦ

ରାଇରଙ୍ଗପୁର- ସୁନାରାମ ଟୁଡ୍ଡୁ

{"id":10498}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.