PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ପରିବାର ପାଇଁ ଇ-ସାକ୍ଷାତ୍‌ ଭିଡ଼ିଓ ଚାଟିଂ ସେବା ଆରମ୍ଭ
  • ||
  • ନବରଙ୍ଗପୁର – ଅକ୍ସିମିଟର ଚଢ଼ା ଦାମରେ ବିକ୍ରି, ୨ଟି ଔଷଧ ଦୋକାନୀଙ୍କ ଠାରୁ ଜରିମନା, ଗୋଟିଏ ଔଷଧ ଦୋକାନ ସିଲ୍
  • ||
  • କରୋନା ନେଲା ଆଉ ଏକ ଜୀବନ – ବିଶିଷ୍ଟ ସାହିତ୍ୟିକ ଅଜାମ୍ୱର ମଲ୍ଲଙ୍କ ପରଲୋକ
  • ||
  • କୋରାପୁଟ : କ୍ଲର୍କ ଚାକିରି ଲୋଭ ଦେଖାଇ ଯୁବତୀଙ୍କଠୁ ଠକେଇ, ଦୁଇ ଗିରଫ
  • ||
  • ଭୁବନେଶ୍ବର : ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର
  • ||
  • ମାଲକାନଗିରି: କୋଭିଡ ହସ୍ପିଟାଲରେ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ପୁଲିସ ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ
  • ||
  • ପୁରୀ: ବିନା ଭକ୍ତରେ ଶ୍ରୀମନ୍ଦିର ବାହାରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା
  • ||
  • ସମ୍ବଲପୁର: ପେଟର ଭୋକ ଆଗରେ ହାର୍‌ ମାନୁଛି ସଂକ୍ରମଣର ଭୟ, ଡଷ୍ଟବିନ୍‌ ପାଲଟିଛି ଖାଦ୍ୟର ମାଧ୍ୟମ
  • ||
  • ୫-୬ ଦିନ ପରେ ଫ୍ଲାଟ୍‌ ହେବ କର୍ଭ
  • ||
  • ସ୍ବାଭାବିକ ସମୟରେ ଆସିବ ମୌସୁମୀ: ଜୁନ୍‌ ୧ରେ କେରଳ, ୧୨ ସୁଦ୍ଧା ଓଡ଼ିଶା
  • ||
  • ଚିନ୍ତା ବଢ଼ାଉଛି କରୋନା: ପିଲାଙ୍କ ପ୍ରତି ମାଡ଼ି ଆସୁଛି ବିପଦ, ଦୈନିକ ୫ଶହ ପିଲା ହେଉଛନ୍ତି ସଂକ୍ରମିତ
  • ||
  • ଓଡ଼ିଶାରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି
  • ||
  • ରାଜ୍ୟରେ ଅଣାୟତ୍ତ କରୋନା: ଭାଙ୍ଗିଲା ପୁରୁଣା ଦୈନିକ ସଂକ୍ରମଣ ରେକର୍ଡ଼, ଦିନକରେ ଚିହ୍ନଟ ହେଲେ ୧୨ ହଜାର ୨୩୮ ପଜିଟିଭ ଆକ୍ରାନ୍ତ
  • ||
  • ଖପ୍ରାଖୋଲ:ଗମ୍ଭାରି ଛକ ନିକଟରେ ଏକ କାରରୁ ୬ ପେଟି କଫସିରଫ ଜବତ, ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ
  • ||
  • କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭.୬୨ କୋଟି ମଂଜୁର କଲେ ମୁଖ୍ୟମନ୍ତ୍ରୀ, ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଟଙ୍କା ଓ ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ ମଂଜୁର କଲେ ନବୀନ
  • ||
  • ଭୁବନେଶ୍ୱର: ସାଢ଼େ ୪ଟାରେ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଡିଜିପି
  • ||
  • ଜୁନ ପହିଲାରେ କେରଳ ଛୁଇଁବ ମୌସୁମୀ ବାୟୁ, ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନା
  • ||
  • ଲାଞ୍ଜିଗଡ଼ରେ ଅଞ୍ଚଳରେ ହାତୀ ଉପଦ୍ରବ, ଆମ୍ବ ଗଛ ଭାଙ୍ଗିଲେ, ନର୍ସରିକୁ ନଷ୍ଟ କଲେ
  • ||
  • କଳାହାଣ୍ଡି: ବିଲ ମଝିରୁ ନାବାଳକର ମୃତଦେହ ଉଦ୍ଧାର ,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ପଶ୍ଚିମ ବଙ୍ଗ ଯାଉଥିବା ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ଜେଏନୟୁ ଭିସିଙ୍କ ଉପରେ ଆକ୍ରମଣ: ଭାଙ୍ଗିଲା କାର୍ କାଚ, ଉଦ୍ଧାର କଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ, ୧୪|୧୨:  ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ଭାଇସ୍ ଚାନସେଲର ଏମ. ଜଗଦୀଶ କୁମାରଙ୍କ କାର ଉପରେ ଆକ୍ରମଣ ହୋଇଛି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ବିଶ୍ୱବିଦ୍ୟାଳୟର ପ୍ରଶାସନିକ ବ୍ଲକ ପାଖରେ କିଛି ଛାତ୍ର ତାଙ୍କ ଉପରେ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି। ଏଥିରେ ତାଙ୍କର କାରର କାଚ ଭାଙ୍ଗିଯାଇଛି।

ଜଗଦୀଶ କହିଛନ୍ତି ଯେ, ଆଜି ଅପରାହ୍ନ ପ୍ରାୟ ୪ଟା ୩୦ ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଛି। ସେ ଜେଏନୟୁରେ ସ୍କୁଲ ଅଫ ଆର୍ଟସ୍ ଓ ଆନ୍ଥେଟିକ୍ସ ବ୍ଲକ ପାଖକୁ ଯାଉଥିବା ବେଳେ ୧୦ରୁ ୧୫ଜଣ ଛାତ୍ର ତାଙ୍କୁ ଘେରି ଯାଇଥିଲେ। ସେମାନେ ତାଙ୍କ ଉପରେ ଆକ୍ରମଣ କରିବା ସହ କାରରୁ ବାହାର କରିବାକୁ ପ୍ରୟାସ କରିଥିଲେ। କିନ୍ତୁ ସୁରକ୍ଷାକର୍ମୀମାନେ ସେଠାରେ ପହଁଚି ତାଙ୍କୁ ରକ୍ଷା କରିଥିଲେ।

ସୂଚନାଯୋଗ୍ୟ, ଗତ ଗୁରୁବାର ଦିନ ଜେଏନୟୁ ପ୍ରଶାସନ ହଷ୍ଟେଲ୍ ଫି ବୃଦ୍ଧି ସମ୍ପନ୍ଧରେ ଏକ ବୈଠକ ଡାକିଥିଲେ। ଏହା ପୂର୍ବରୁ କିଛି ଛାତ୍ର ଫି ବୃଦ୍ଧିକୁ ବିରୋଧ କରି ପରୀକ୍ଷା ଦେବା ପାଇଁ ମନା କରିଥିଲେ। ତେବେ ପରୀକ୍ଷା ନିର୍ଧାରିତ ତାରିଖରେ ହେବ ବୋଲି ଚାନସେଲର୍ କହିଥିଲେ।