PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଦୋକାନ ସାମ୍ନାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ


ବାଙ୍କି ୧ ।୬ ଦୋକାନ ସାମ୍ନାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଯୁବକ ଜଣକ ହେଉଛନ୍ତି ପୁରୀ ଡେଲାଙ୍ଗ ଅଞ୍ଚଳର ଜଗନ୍ନାଥ ବେହେରା । ବାଙ୍କି ମେଡିକାଲ ଟ୍ରାଫିକ ଛକ ନିକଟରେ ଥିବା ଦୋକାନ ସାମ୍ନାରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ପୁରୀ ଡେଲାଙ୍ଗ ଅଞ୍ଚଳର ଜଗନ୍ନାଥ ବେହେରା ଗତ କିଛି ଦିନ ହେଲା ବାଙ୍କି ଅଞ୍ଚଳେ ରହି ଆସୁଥିଲେ । ମଙ୍ଗଳବାର ବାଙ୍କି ମେଡିକାଲ ଟ୍ରାଫିକ ଛକ ନିକଟରେ ଥିବା ଦୋକାନ ସାମ୍ନାରେ ତାଙ୍କ ମୃତଦେହ ପଡିଥିଲା । ସ୍ଥାନୀୟ ଲୋକ ଏହା ଦେଖି ପୋଲିସକୁ ଖବର ଦେଇଥିଲେ ।

ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲେ । ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ତେବେ ଜଗନ୍ନାଥଙ୍କ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି ।