PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପାରୋଲରେ ଆସି ଆତ୍ମହତ୍ୟା କଲେ କଏଦୀ

ନିଶ୍ଚିତକୋଇଲି, ୧୮/୦୯ : ପାରୋଲରେ ଆସି ଆତ୍ମହତ୍ୟା କଲେ କଏଦୀ। ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ କଏଦୀ ପାରୋଲରେ ଆସି ଜେଲ୍ ଫେରିବା ଦିନ ବେକରେ ଲୁଗା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ କଟକ ଜିଲ୍ଲା ମାହାଙ୍ଗା ଥାନା ବାରାହିପୁର ଗାଁର ରାଜକିଶୋର ନାୟକ (ବୟସ-୫୮)।

ସୂଚନାନୁଯାୟୀ, ରାଜକିଶୋର ନାୟକ ପୁରୀ କାକଟପୁର ଅଞ୍ଚଳର ହୋଇଥିବା ବେଳେ ସେ ବାରାହିପୁରରେ ଥିବା ଶ୍ଵଶୁର ଘରେ ଦୀର୍ଘ ଦିନ ହେଲା ରହି ଆସୁଥିଲେ। ୨୦୦୮ରେ ସେ ମାହାଙ୍ଗାର ତ୍ରିବେଣୀଶ୍ଵର ବଜାରରେ ହୋଇଥିବା ବୋମାମାଡ଼ ଘଟଣାରେ ଜଣଙ୍କ ମୃତ୍ୟୁ ଅଭିଯୋଗରେ ଚୌଦ୍ଵାର ଜେଲରେ ଆଜୀବନ କଏଦୀ ଭାବେ ସଜା କାଟୁଥିଲେ। ଗତ ମେ ମାସ ୨୧ ତାରିଖରେ କରୋନା ପାଇଁ ସେ ଘରକୁ ପାରୋଲରେ ଆସିଥିଲେ। ପାରୋଲ ଶେଷ ପରେ ଆଜି ସେ ପୁଣି ଥରେ ଜେଲ୍ ଫେରିଥାନ୍ତେ। ହେଲେ ରାଜକିଶୋର ସକାଳୁ ବେକରେ ଲୁଗା ଲଗାଇ ଆତ୍ମହତ୍ୟା କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।