ପ୍ରମୁଖ ଖବର
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ବିବାହ ବନ୍ଧନରେ ବାନ୍ଧି ହେଲେ କାଜଲ ଅଗ୍ରୱାଲ

ମୁମ୍ବାଇ ୩୧/୧୦: ଅଭିନେତ୍ରୀ କାଜଲ ଅଗ୍ରୱାଲ ଶୁକ୍ରବାର ମୁମ୍ବାଇରେ ଉଦ୍ୟୋଗପତି ଗୌତମ କିଚ୍‌ଲୁଙ୍କୁ ବିବାହ କରିଛନ୍ତି । ମୁମ୍ବାଇର ପ୍ଲୁଶ ହୋଟେଲରେ ଏହି ହାଇପ୍ରୋଫାଇଲ ବିବାହ ସମ୍ପନ୍ନ ହୋଇଛି। କରୋନା କଟକଣା ଯୋଗୁ କେବଳ କିଛି ବନ୍ଧୁ ଓ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଏହି ବିବାହ ଉତ୍ସବ ଅନୁ୍‌ଷ୍ଠିତ ହୋଇଥିଲା ।

wp:html
/wp:html wp:html
/wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.