PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

କାଳବୈଶାଖୀ ତାଣ୍ଡବ : ଉପୁଡିଲା ଗଛ, ବିଦ୍ୟୁତ ଖୁଣ୍ଟ


କଣ୍ଟାବାଞ୍ଜି, ୩୧ ।୫ କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ଦେଖିବାକୁ ମିଳିଛି କାଳବୈଶାଖୀ ତାଣ୍ଡବ । କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି । ଏଥିରେ ବହୁ ଗଛ ଉପୁଡି ପଡିଛି ।
ବଙ୍ଗୋମୁଣ୍ଡାରେ କାଳବୈଶାଖୀ ହୋଇଥିଲା । କୁଆପଥର ବର୍ଷା ହେବା ସହ ପ୍ରବଳ ବେଗରେ ପବନ ବୋହିଛି । ପବନର ବେଗ ଏତେ ଜୋରରେ ଥିଲା ଯେ ବହୁ ଗଛ ଉପୁଡି ପଡିଛି । ଏପରିକି ବିଦ୍ୟୁତ ଖୁଣ୍ଟ ମଧ୍ୟ ଉପୁଡି ପଡିଛି । ବଡ ବଡ ଗଛ ରାସ୍ତା ଉପରେ ପଡିଛି । ଖୁଣ୍ଟ ଉପୁଡି ପଡିଥିବାରୁ ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି ।