PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ

source:www.moneycontrol.com

ଭୁବନେଶ୍ୱର ୯/୮: ‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ । ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ । କାଳିଆ ଟଙ୍କା ଫେରାଇନେବା ଉପରେ କଟକଣା ଲାଗିଲା । କରୋନା ପାଇଁ ଟଙ୍କା ଆଦାୟ ସ୍ଥଗିତ ରଖିଲେ ରାଜ୍ୟ ସରକାର । କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶାନାମା ଦିଆଯାଇଛି । ଏନେଇ ସବୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଚିଠି ଲେଖିଛି କୃଷି ବିଭାଗ । କାଳିଆ ଟଙ୍କା ଫେରାଇବା ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । କରୋନା ପରିସ୍ଥିତି ଓ ଖରିଫ ଫସଲକୁ ଆଖି ଆଗରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ୧ ଲକ୍ଷ ୬ ହଜାର ଚାଷୀଙ୍କ ଆଦାୟ ପାଇଁ ଥିଲା ନୋଟିସ୍ ।