ବିଜେଡ଼ିରୁ ବିଦା ହେଲେ କଳ୍ପତରୁ ଓଝା: ଦଳବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର ୨୮।୯ : ବିଜେଡ଼ିରୁ ବହିଷ୍କାର ହେଲେ ଦଳର ସାଧାରଣ ସଂପାଦକ କଳ୍ପତରୁ ଓଝା। ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ।

କିଛିଦିନ ହେବ ବିଜେଡି ପକ୍ଷରୁ ଜିଲ୍ଲାସ୍ତରୀୟ ସାଙ୍ଗଠନିକ ନିର୍ବାଚନ ଚାଲିଥିଲା । ଏଥିରେ ବିଶେଷ ଭାବେ ବିଜୁ ଯୁବ ଜନତା ଦଳର ଜିଲ୍ଲାସ୍ତରୀୟ ନେତୃତ୍ୱ ଚୟନ କରାଯାଇଥିଲା । ଏଭଳି ସ୍ଥିତିରେ ନେତୃତ୍ୱ ଚୟନ ପରେ ଦଳର ସାଧାରଣ ସଂପାଦକ କଳ୍ପତରୁ ଓଝା ନିଜର ଅସନ୍ତୋଷ ପ୍ରକାଶ କରିଥିଲେ । ନିକଟରେ ଯୁବ ବିଜେଡ଼ି ସାଧାରଣ ସମ୍ପାଦକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଥିଲା।

   ସମ୍ବନ୍ଧିତ ଖବର


ବିଶ୍ୱ ସ୍ତରରେ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ରିଙ୍କୁ, ଯୋଗାସନରେ କଲେ ନୂଆ ରେକର୍ଡ

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପଥରରେ ପିଟି ହୋଇ ବାଇକ ଆରୋହୀ ମୃତ…

ଅନୁଗୁଳରେ ନିରାଡ଼ମ୍ବରରେ ଚାଲିଛି ମାଆଙ୍କର ମହାସପ୍ତମୀ ପୂଜା, କୋଭିଡ କଟକଣା ଭିତରେ 7 ଜଣଙ୍କୁ ନେଇ ହେଉଛି ପୂଜାବିଧି …

ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା