PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଗୁଣିଗାରେଡି ସନ୍ଦେହରେ ବାସନ୍ଦ ପରିବାରକୁ ନ୍ୟାୟ ପ୍ରଦାନ ଦାବି, ଶସସ୍ତ୍ର କନ୍ଧ ସମାଜର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ବଲାଙ୍ଗିର ୨୪।୭ : ଗୁଣିଗାରେଡି ସନ୍ଦେହରେ ବାସନ୍ଦ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ଶସସ୍ତ୍ର କନ୍ଧ ସମାଜ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଏସପିଙ୍କ କାର୍ଯ୍ୟାଳୟ ଠାରୁ ବାଜା ବଜାଇ, ଧନୁ ତୀର, ଟାଙ୍କିଆ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରାରେ ଆସିଥିଲେ । ତୁରନ୍ତ ବାସନ୍ଦ ପରିବାରକୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ

ପ୍ରକାଶ ଯେ, ବଙ୍ଗୋମୁଣ୍ଡା ବ୍ଲକ ନିର୍ମୁଳ ଗାଁରେ ଗୁଣିଗାରେଡି ସନ୍ଦେହରେ ପ୍ରାୟ ମାସେ ହେଲା ଗୋଟିଏ ପରିବାରର ୧୩ ଜଣଙ୍କୁ ବାସନ୍ଦ କରାଯାଇଛି । ଗାଁର ସରପଞ୍ଚ କିଛି ଲୋକଙ୍କୁ ମତେଇ ଏପରି କରିଛନ୍ତି । ପରିବାରକୁ ମାଡ ମାରିବା ସହ ଘର ଦ୍ବାର ଭାଙ୍ଗି ଦେଇ ଗାଁରୁ ତଡି ଦେଇଥିଲେ । ପରିବାର ଅନ୍ୟ ଗାଁରେ ଆଶ୍ରୟ ନେଇଥିବା ବେଳେ ପୁଲିସ ଏଯାଏଁ ଦୋଷୀଙ୍କୁ ଗିରଫ କରୁନାହଁ । ପୁର୍ବରୁ ମଧ୍ୟ ପରିବାର ଏସପିଙ୍କୁ ଭେଟିଥିଲେ । ହେଲେ କୌଣସି ସୁଫଳ ନମିଳିବାରୁ ଆଜି ଜିଲ୍ଲା କନ୍ଧ ସମାଜ ଉକ୍ତ ପରିବାରକୁ ନ୍ୟାୟ ପ୍ରଦାନ ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଯଦି ଦାବି ପୁରଣ ନହୁଏ ଜୋରଦାର ଆନ୍ଦୋଳନ ହେବ ବୋଲି ସଂଘ ଚେତାବନୀ ଦେଇଛି ।