PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ
  • ||
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

କେରଳ ବିମାନ ଦୁର୍ଘଟଣା – ୨୩ ଯାତ୍ରୀ ଗୁରୁତର

www.google.com

କେରଳ – ଗତକାଲି ରାତିରେ  କେରଳର କୋଝିକୋଡର କାରିପୁର ଏୟାରପୋର୍ଟରେ ହୋଇଥିଲା  ବିମାନ ଦୁର୍ଘଟଣା । ଏହି ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ୍‌ ଦୁର୍ଘଟଣାରେ  ୧୮ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ।  ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ  ଅଛନ୍ତି ।  ହସ୍ପିଟାଲରେ  ୧୪୯ଜଣ ଯାତ୍ରୀ ଚିକିତ୍ସାଧୀନ  ଏବଂ ଏଥିରୁ ୨୩ ଜଣଙ୍କର ଅବସ୍ଥା ଗୁରୁତର ଅଛନ୍ତି । ଏନେଇ ସୂଚନା ଦେଲେ କେରଳ  ଡିଜିପି  ଲୋକନାଥ  ବେହେରା ।

ଉଲ୍ଲେଖନୀୟ ଯେ , ଗତକାଲି ରନୱେରେ କ୍ରାସ୍‌ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣା ହୋଇଥିଲା । 

ଏହାସହ ମଧ୍ୟ ପଢ଼ନ୍ତୁ – ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୧୭୬ ଯାତ୍ରୀ, ହଠାତ୍ ମାଡ ହୋଇଗଲା ପକ୍ଷୀ

ସମ୍ବନ୍ଧିତ ଖବର