ଆଜି ପଦ୍ମ ଧରିବେ ଖାରବେଳ ସ୍ୱାଇଁ

ଭୁବନେଶ୍ୱର ୨୫/୩: ବିଜେପିରେ ମିଶିବେ ଖାରବେଳ ସ୍ୱାଇଁ | ଆଜି ବିଜପିର ମିଶ୍ରଣ ପର୍ବରେ ପଦ୍ମ ଧରିବେ ‘ଉତ୍କଳ ଭାରତ’ ସଭାପତି ଖାରବେଳ ସ୍ୱାଇଁ । ଖାରବେଳ କନ୍ଧମାଳରୁ ଲୋକସଭା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି | ରବିବାର ସେ ବିଜେପିର ମିଶ୍ରଣ ପର୍ବରେ ଦଳରେ ଯୋଗଦେଇଥାନ୍ତେ ବୋଲି ଚର୍ଚ୍ଚା ହେଉଥିଲା । ତେବେ ଆଜି ସେ ଦଳରେ ସାମିଲ ହେବେ ।

   ସମ୍ବନ୍ଧିତ ଖବର


ବିହାର ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟରେ ବହୁ ମହାରଥୀ ଦେବେ ଅଗ୍ନି ପରୀକ୍ଷା, ଉତ୍ତର ବିହାର ଉପରେ ସମସଙ୍କ ନଜର

କରୋନା କାଳରେ ଜଗତସିଂହପୁରକୁ ୭୦୮.୩୨ କୋଟି ଟଙ୍କାର ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ଧର୍ମେନ୍ଦ୍ର ପ୍ରଧାନ

ମୁଣ୍ଡରେ ଓଢଣୀ ଦେଇ ଓ ହାତ ଯୋଡି ନିର୍ବାଚନ ପ୍ରଚାରରେ ଲାଲୁଙ୍କ ବୋହୂ, ବାପା ଚନ୍ଦ୍ରିକା ରାୟଙ୍କ ପାଇଁ ମାଗୁଛନ୍ତି ଭୋଟ୍

କୋକେଇରେ ବସି ନିର୍ବାଚନ ପ୍ରଚାର, ଏପର୍ଯ୍ୟନ୍ତ ୧୧ ଥର ହାରି ସାରିଲେଣି

ନିର୍ବାଚନ ସଭାରେ ଉଦବୋଧନ ବେଳେ ସଭାମଞ୍ଚରୁ ଗଳି ପଡିଲେ କଂଗ୍ରେସ ନେତା, ଦେଖନ୍ତୁ ଭିଡିଓ…

ଉତ୍ତରପ୍ରଦେଶ ଆମେଠିରେ ଦଳିତ ଗାଁ ମୁଖିଆଙ୍କ ସ୍ବାମୀକୁ ଜୀଅନ୍ତା ଜଳାଇ ହତ୍ୟା…