PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ କରୋନା

ଭୁବନେଶ୍ବର ୬।୮ : ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ କରୋନା। ସ୍ବାବ ଟେଷ୍ଟ ପରେ କରୋନା ପଜିଟିଭ୍‌ ଆସିଥିବା ନେଇ ଖୋଦ୍‌ ଏସ୍‌ପି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ପୂର୍ବରୁ ପୋଲିସ ମୁଖ୍ୟାଳୟର ଜରେ ଷ୍ଟାଫ୍‌ କରୋନା ସଂକ୍ରମିତ ହୋଇଥିଲେ। ଏହା ପରେ ଅନ୍ୟମାନଙ୍କ ସ୍ବାବ ନିଆଯାଇଥିଲା। ସ୍ବାବ ଟେଷ୍ଟରେ ଏସ୍‌ପିଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ତେବେ ତାଙ୍କର କୌଣସି ଲକ୍ଷଣ ନଥିଲା ବୋଲି ସେ ଖୋଦ୍‌ ଏସ୍‌ପି ସୂଚନା ଦେଇଛନ୍ତି। ଏସପିଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ଏବେ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଭୟର ବାତ୍ତାବରଣ ଖେଳିଯାଇଛି । ତେବେ କେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ।