PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

କୋଟିଆରେ ଆନ୍ଧ୍ରର ଆଉଏକ ଚାଲ୍‌- ତେଲଗୁ ପଢିଲେ ଦେଉଛି ୧୫ ହଜାର ଟଙ୍କା

କୋରାପୁଟ- କୋଟିଆକୁ ହାତେଇବା ପାଇଁ ଆନ୍ଧ୍ର ଏବେ ନୂଆ ଚାଲ ଖେଳୁଛି । ସେଠାରେ ଥିବା ଗ୍ରାମମାନଙ୍କରେ ତେଲଗୁ ପଢାଇବା ପାଇଁ ସ୍ୱେଚ୍ଛା ସେବୀ ନିୟୋଜିତ କରିବା ସହ ତେଲଗୁ ପଢୁଥିବା ଆଦିବାସୀପିଲାଙ୍କ ମାଆଙ୍କ ଆକାଉଣ୍ଟରେ ୧୫ ହଜାର ଟଙ୍କା ଦେଉଛି । ଏହି ଲୋଭନୀୟ ପ୍ୟାକେଜ୍‌ ଲୋଭରେ ଅନେକ ତାଙ୍କ ପିଲାଙ୍କୁ ତେଲଗୁ ପଢାଉଛନ୍ତି ସେଠାରେ ଦୁଇ ଜଣ ସ୍ୱେଚ୍ଛା ସେବୀ ନାମରେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି ।

। ସାସଂଦ ସପ୍ତଗିରି ଉଲ୍ଲାକା ଏହି ସବୁ ଅଞ୍ଚଳ ଗସ୍ତ କରିଥିଲେ । ସେଠାରେ ଆନ୍ଧ୍ର ଶିକ୍ଷା ସ୍ୱାସ୍ଥ୍ୟ ସହ ଅନ୍ୟ କେତକ ମୌଳିକ ସୁବିଧି ଦେଉଥିବା ବେଳେ ଲୋକଙ୍କୁ ଲୋଭନୀୟ ପ୍ୟାକେଜ୍‌ ଦେଉଛି , ତେଣୁ ରାଜ୍ୟ ସରକାର ଏହାଠାରୁ ଭଲ ପଦକ୍ଷେପ ନେଇ ଆନ୍ଧ୍ରକୁ ଜବାବ ଦିଅନ୍ତୁ ବୋଲି କହିଛନ୍ତି ।