PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଅଲ୍‌ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ପଜିଟିଭ୍‌ , ଭାରତ-ଶ୍ରୀଲଙ୍କା ଟି-୨୦ ମ୍ୟାଚ୍‌କୁ କରାଗଲା ସସ୍‌ପେଣ୍ଡ୍‌

କଲମ୍ୱୋ– ଭାରତୀୟ କ୍ରିକେଟ୍ ଦଳର ଅଲ୍‌ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ପଜିଟିଭ୍‌ ହୋଇଛନ୍ତି । ବର୍ତ୍ତମାନ ସେ ଶ୍ରୀଲଙ୍କା  ଗସ୍ତରେ ଟିମ୍‌ ଇଣ୍ଡିଆର ସଦସ୍ୟ ଅଛନ୍ତି । ସେ ଟି-୨୦ ସିରିଜ୍‌ରେ ବି ଖେଳୁଛନ୍ତି । କ୍ରୁନାଲ୍‌ଙ୍କର କରୋନା  ପଜିଟିଭ୍‌ ରିପୋର୍ଟ ଆସିବା ପରେ କଲମ୍ୱୋରେ ହେବାକୁ ଥିବା ଆଜିର ଟି-୨୦ ମ୍ୟାଚ୍‌କୁ ଗୋଟିଏ ଦିନ ପାଇଁ ସ୍ଥଗିତ ରଖାଯାଇଛି ।

ଉଲ୍ଲେଖନୀୟଯେ , ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆଜି ଅର୍ଥାତ୍‌ ମଙ୍ଗଳବାର ୨ୟ ଟି-୨୦ ମ୍ୟାଚ୍‌ ଖେଳା ଯିବାର ଥିଲା, ହେଲେ ଏବେ ମ୍ୟାଚ୍‌ ବୁଧବାର (୨୮ ଜୁଲାଇ)କୁ ଖେଳାଯିବ। ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସବୁ ଖେଳାଳି  ଆଇସୋଲେସନରେ ଅଛନ୍ତି ।

ସେପଟେ  ମ୍ୟାଚ୍‌ ବିଷୟରେ କହିବାକୁ ଗଲେ , ୩ ମ୍ୟାଚ୍‌ ବିଶିଷ୍ଟ ଏହି ଟି-୨୦ ସିରିଜ୍‌ରେ ଟିମ୍ ଇଣ୍ଡିଆ ୧-୦ ରେ ଆଗରେ ରହିଛି । ନିଜର ପ୍ରଥମ ଟି-୨୦ ମୁକାବିଲାରେ ଶ୍ରୀଲଙ୍କାକୁ ୩୮ ରନ୍‌ରେ ହରାଇ ଥିଲା ଭାରତ । କ୍ରୁନାଲ ଏହି ମ୍ୟାଚ୍‌ରେ କେବଳ ୨ ଓଭର  ବୋଲିଂ କରିଥିଲେ ଏବଂ ୧୬ ରନ୍‌ ଦେଇ  ୧ୱିକେଟ୍‌ ଅକ୍ତିଆର କରିଥିଲେ । ଏହା ବ୍ୟତୀତ ବ୍ୟାଟିଂରେ ସେ ନଟ୍‌ ଆଉଟ୍‌ ସହ ୩ ରନ୍‌ କରିଥିଲେ ।

ସମ୍ବନ୍ଧିତ ଖବର