PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ଟେଣ୍ଡର ଫିକସିଙ୍ଗ ଓ ଗ୍ରାନାଇଟ ପଥର ଖଣିଲିଜରେ ଦୁର୍ନୀତିର ଅଭିଯୋଗ ଆଣିଲେ ପୁର୍ବତନ ସାଂସଦ ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ
  • ||
  • କଟକ: ଦୁଷ୍କର୍ମ ମାମଲ, ୧୪ ବର୍ଷ ପରେ ଆଜୀବନ କାରାଦଣ୍ଡ ଆସାମୀ ନିର୍ଦୋଷରେ ଖଲାସ
  • ||
  • ବଲାଙ୍ଗୀର: ମୂଲ୍ୟବାନ ଖଇର ଗଣ୍ଡି ଓ ଗାଡି ଜବତ କଲା ବନ ବିଭାଗ, ଡ୍ରାଇଭର ଫେରାର
  • ||
  • କୋରାପୁଟ: ବାଇକ୍ ଚୋର ଗ୍ୟାଙ୍ଗକୁ ଧରିବା ସଫଳ ହେଲା କୋରାପୁଟ ଟାଉନ ଥାନା ପୋଲିସ, ୧୫ ବାଇକ୍‌ ଉଦ୍ଧାର, ୩ ଚୋର ଗିରଫ
  • ||
  • ଜଗତସିଂହପୁର: ଅଲିପିଙ୍ଗଳ ବାଲିଘାଟରେ ପୁଣି ଚଢ଼ଉ କଲେ ତହସିଲଦାର , ୭ରୁ ଅଧିକ ହାଇଓ୍ବା ଜବତ, ମାଲିକ ମହଲରୁ ତେଜୁଛି ଅସନ୍ତୋଷ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ଆଉ ୩୮ ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୫୭ କରୋନା ପଜିଟିଭ୍
  • ||
  • ପୁରୀ : ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏଁ କଟକଣା
  • ||
  • ପୁରୀ : ଏବର୍ଷ ୩ ଦିନ ନବଯୌବନ ଦର୍ଶନ, ଆଜି ଶ୍ରୀମନ୍ଦିରରେ ଦଇତାପତି ସେବାୟତଙ୍କ ପ୍ରବେଶ, ୨୩ରେ ସେନାପଟା ଲାଗି ନୀତି
  • ||
  • ଭୁବନେଶ୍ୱର : ଓଡ଼ିଶାର ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||

ନୀଳଗିରିରେ ଅଜଗର ମୁହଁରେ କୁକୁଡା- ଉଦ୍ଧାର କରି ଜଙ୍ଗଲରେ ଛାଡିଲେ

ନୀଳଗୁରୁ – ବର୍ଷା ଦିନେ ଏହି ସମୟରେ ସାପ ରହୁଥିବା ବିଭିନ୍ନ ବିଳରେ ପାଣି ପଶିଯିବାରୁ ସେମାନେ ଜନବସତି ମୁହାଁ ହୋଇଥାଆନ୍ତି । ଏହି ସମୟରେ ସମସ୍ତେ ସାବଧାନ ହେବା ଆବଶ୍ୟକ । କୁକୁଡା ଫାର୍ମରେ ଏକ ଅଜଗର ପିଶି କୁକୁଡା ଗିଳିବା ପାଇଁ ଚେଷ୍ଟା କରୁଥିବା ବେଳେ ତାକୁ ଉଦ୍ଧାର କରି ଜଙ୍ଗଲରେ ଛଡାଯାଇଛି ।

ନୀଳଗିରି ଔପଦା ବ୍ଲକ ସନ୍ତରାଗଡ଼ିଆ ରେ ଏକ କୁକୁଡ଼ା ଫାର୍ମ ରେ ୬ ଫୁଟର ଅଜଗର ପଶି କୁକୁଡ଼ା ଖାଇବାକୁ ଚେଷ୍ଟା କରୁଥିଲା ।ଲୋକେ ଦେଖି ସାପ ଉଦ୍ଧାର କାରି ଟିମ ମୁଖ୍ୟ ମନରଞ୍ଜନ ଦାସଙ୍କୁ ଖବର ଦେଇଥିଲେ। ସେ ସାପଟିକୁ ସତର୍କତାର ସହ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଛନ୍ତି। ଏବେ ବର୍ଷା ଋତୁ କାରଣରୁ ସାପ ଗୁଡିକ କୁଳଡିହା ଅଭୟାରଣ୍ୟରୁ ଖାଦ୍ୟ ଅନ୍ୱେଷଣ ରେ ଗାଁ ମୁହାଁ ହୋଇଥିବା ଜଣାପଡିଛି।