କଲରାପତରିଆର ଡିଆଁ ଦେଖି ଲୋକେ କହିଲେ ଅଲମ୍ପିକ୍ ଯିବା ଉଚିତ୍, ଭିଡିଓ ଭାଇରାଲ

ନୂଆଦିଲ୍ଲୀ ୨୯/୧୦: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଭିଡିଓଟି ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି । ଭିଡିଓଟି ଏକ କଲରାପତରିଆର । ଏହି ଭାଇରାଲ ଭିଡିଓରେ କଲରାପତରିଆ ନିଜ ଶିକାରର ପିଛା କରି ବହୁତ ବଡ କୁଦା ମାରୁଛି । ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି । ସମସ୍ତେ ଭିଡିଓଟିକୁ ପସନ୍ଦ କରୁଛନ୍ତି । କଲରାପତରିଆ ବାଘଟି ଏକ ବହୁତ ଉଚ୍ଚ ଗେଟ୍ ପାର୍ ହୋଇଯାଉଛି ।

ତେବେ ଏହି ଭିଡିଓଟି କେବେର ସେନେଇ କିଛି ସ୍ପଷ୍ଟ ହୋଇପାରିନି । କିନ୍ତୁ ଭିଡିଓ ଦେଖି ଜଣାପଡୁଛି ଯେ ଏହା ଏକ ଘର ଗେଟ ନିକଟର । ପାଖରେ ଲାଗିଥିବା ସିସିଟିଭି କ୍ୟାମେରାରେ ଏହି ଦୃଶ୍ୟ ରେକର୍ଡ ହୋଇଯାଇଛି । ଏହା ଏବେ ଭାଇରାଲ ହେବାରେ ଲାଗିଛି । ୟୁଜର୍ସ ଏଥିରେ ଭିନ୍ନ ଭିନ୍ନ କମେଣ୍ଟ କରୁଛନ୍ତି । ତେବେ କିଛି ଲୋକ ଏହାକୁ ରାଜସ୍ଥାନର ଘଟଣା ବୋଲି କହୁଛନ୍ତି ।

   ସମ୍ବନ୍ଧିତ ଖବର


କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଟ୍ୟୁସନ ଯିବା ସମୟରେ ନାବାଳିକାକୁ ଗଣଦୁଷ୍କର୍ମ, ଅଶ୍ଲୀଳ ଭିଡିଓ ତିଆରି କରି ଦେଉଥିଲେ ଧମକ…

କରୋନା ପାଇଁ ରାତ୍ରୀ କାଳୀନ କର୍ଫ୍ୟୁ ଜାରି କରିପାରିବେ ରାଜ୍ୟ ସରକାର- ସମ୍ପୂର୍ଣ୍ଣ କର୍ଫ୍ୟୁ ପାଇଁ କଟକଣା, ଡିସେମ୍ବର ପାଇଁ କେନ୍ଦ୍ରର ନୂଆ ଗାଇଡ୍‌ ଲାଇନ୍‌

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

‘ଲଭ୍ ଜିହାଦ୍’ ଦୋଷୀଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍, ବିଲ୍ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ