ବିପଦରେ ଶ୍ରୀମନ୍ଦିର, ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି

source:www.youtube.com
ପୁରୀ ୨୦/୨: ବିପଦରେ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚିଠି ଆସିଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ । ତେବେ ଏନେଇ ମୁଖ୍ଯ ପ୍ରଶାସକଙ୍କ ସୂଚନା ଅନୁସାରେ ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରଶାସନ ସଚେତନ ଅଛି ଏବଂ ଏଥିପ୍ରତି ନଜର ରଖାଯାଇଛି ।