ଆଦିତ୍ୟ ଦାଶ ମୃତ୍ୟୁ ମାମଲା : ଲାଏ-ଡିଟେକ୍ସନ ଟେଷ୍ଟ ପାଇଁ ଲ୍ୟାବରେ ପହଞ୍ଚିଲେ ବିଦ୍ୟାଶ୍ରୀ

ଭୁବନେଶ୍ୱର ୨୭।୮: ସାମଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଏବେ ବି ରହସ୍ୟ ଘେରରେ । ଘଟଣାରେ ଦେଢମାସ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମାମଲାରୁ ପରଦା ହଟିପାରୁନି । ତେବେ ମାମଲାରେ ଲାଏ-ଡିଟେକ୍ସନ ଟେଷ୍ଟ କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା ।

ତେବେ ଆଜି ଲାଏ-ଡିଟେକ୍ସନ ଟେଷ୍ଟ ପାଇଁ ରସୁଲଗଡ଼ ସ୍ଥିତ ଫରେନ୍‌ସିକ୍‌ ଲ୍ୟାବରେ ହାଜର ହୋଇଛନ୍ତି ବିଦ୍ୟାଶ୍ରୀ । ଲ୍ୟାବରେ ଏହି ଟେଷ୍ଟ ଆରମ୍ଭ ହେବ। ଆଦିତ୍ୟ ମୃତ୍ୟୁ ମାମଲାର ପ୍ରକୃତ ସତ୍ୟତା କଣ ତାହା ଧରିବା ପାଇଁ ଟେଷ୍ଟ କରାଯିବ ବୋଲି ଚର୍ଚ୍ଚା ଜୋର୍‌ ଧରିଛି।

   ସମ୍ବନ୍ଧିତ ଖବର


ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମହିଳା ଓ ପରିବାର ସଦସ୍ୟଙ୍କୁ ଗାଁ ଦାଣ୍ଡରେ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ୍…

ପୁଣି କରୋନା ନେଲା ୫ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୪୪କୁ ବୃଦ୍ଧି

କରୋନାମୁକ୍ତ ରାସ୍ତାରେ ଓଡ଼ିଶା: ୨୪ଘଣ୍ଟା ଆଉ ୩୭୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ପାର୍

ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତକୁ ନରସିଂହପୁରରୁ ଉଠାଇ ନେଲା କୋଲକାତା ପୁଲିସ

ଜାନୁଆରୀ ପହିଲାରୁ ରାଜ୍ୟରେ ବିଜୁଳି ସଙ୍କଟ ! ଡିସେମ୍ବର ୩୧ ସୁଦ୍ଧା ବନ୍ଦ ହେବ ୪୬୦ ମେଗାୱାଟ୍‌ ବିଶିଷ୍ଟ ଥର୍ମାଲ୍‌ ପ୍ଲାଣ୍ଟ, ଅନିଶ୍ଚିତତାରେ ନୂତନ ପ୍ଲାଣ୍ଟ୍‌ ସ୍ଥାପନ

ଯୌନ ରାକ୍ଷସ ଭାଇ ବୁଝିଲାନି ପବିତ୍ର ରାଖୀର ବନ୍ଧନ: ଦାଦାର ନାବାଳିକା ଝିଅକୁ ଦୁଷ୍କର୍ମ କଲା ବଡ଼ବାପା ପୁଅ