PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଫୁଇରିପାଣି ଗ୍ରାମରେ ବଜ୍ରାଘାତରେ ଜଣେ ୧୧ ବର୍ଷ ବାଳକର ମୃତ୍ୟ

ଗୋଲାମୁଣ୍ଡା,(ଆପ୍ର): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଫୁଇରିପାଣି ଗ୍ରାମରେ ବଜ୍ରାଘାତରେ ଜଣେ ୧୧ ବର୍ଷ ବାଳକର ମୃତ୍ୟ ହୋଇଥିବା ଜଣାପଡିଛି ।
ଆଜି ସନ୍ଧ୍ୟା ସମୟରେ ଗୋଲାମୁଣ୍ଡା ଗ୍ରାମପଞ୍ଚାୟତ ଫୁଇରିପାଣି ଗ୍ରାମର ପଙ୍କଜ ନାଗଙ୍କ ୧୧ ବର୍ଷର ପୁଅ ନରେନ୍ଦ୍ର ନାଗ ନିଜ ଘରୁ ବହାରକୁ ବାହାରୁଥିବା ସମୟରେ ଦୁଆର ସମ୍ନାରେ ବଜ୍ରାଘାତରେ ହେବାରୁ ତଳେ ଟଳି ପଡ଼ିଥିଲେ । ଘରଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଆସନ୍ତାକାଲି ଡାକ୍ତରଖାନାରେ ତାଙ୍କର ଶବ ବ୍ୟବଚ୍ଛେଦ ପରେ ପରିବାରକୁ ଶବ ହସ୍ତାନ୍ତରେ କରାଯିବ ବୋଲି ଜଣାପଡିଛି ।