PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ଵର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ
  • ||
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ନନ୍ଦନକାନନରେ ଆଖି ବୁଜିଲା ସିଂହ ‘ପିଶାନ’

ଭୁବନେଶ୍ୱର ୨୮/୧୨: ନନ୍ଦନକାନନରେ ଆଖି ବୁଜିଲା ସିଂହ । ନନ୍ଦନକାନନରେ ଏସିଆନ୍ ସିଂହ ‘ପିଶାନ’ର ମୃତ୍ୟୁ ହୋଇଛି । ଦୀର୍ଘ ୨ ବର୍ଷ ଧରି ଅସୁସ୍ଥ ଥିଲା ପିଶାନ । ୨୦୧୩ରେ ଗୁଜରାଟରୁ ନନ୍ଦନକାନନ ଆସିଥିଲା ସିଂହ ପିଶାନ । ତେବେ ଆଜି ତାର ମୃତ୍ୟୁ ଘଟିଛି ।