PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ହୋଟେଲରେ ଚାଲିଥିଲା ମଦ କାରବାର, ଏସଡ଼ିପିଓଙ୍କ ଚଢ଼ାଉ…

ନୀଳଗିରି,୨୨/୯(ଆ.ପ୍ର):ନୀଳଗିରି ଏସଡ଼ିପିଓ ରିତେଶ କୁମାର ମହାପାତ୍ର ଆଜି ସନ୍ଧ୍ୟାରେ ହୋଟେଲରେ ଅଚାନକ ଚଢ଼ାଉ କରି ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିବା ସହ ଜଣେ ବ୍ୟକ୍ତି ଙ୍କୁ ଗିରଫ କରିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ନୀଳଗିରି ଥାନା ଅଧିନ ସଜନାଗଡ଼ ଅଞ୍ଚଳରେ ଥିବା  ମା ତାରିଣୀ ହୋଟେଲ ରେ ଚୋରା ବିଦେଶୀ ମଦ ବିକ୍ରି ହେଉଥିବା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ନୀଳଗିରି ଏସଡ଼ିପିଓ ହଠାତ ହୋଟେଲ ଉପରେ ଚଢ଼ାଉ କରିଥିଲେ । ସେଠାରୁ ୧୦ ଲିଟରରୁ ଅଧିକ ବିଦେଶୀ ମଦ ଜବତ କରିଥିବା ବେଳେ ହୋଟେଲ କାଉଣ୍ଟରରେ ବସିଥିବା ଘାଟଘରସାହି ଅଞ୍ଚଳର ଆଦିକନ୍ଦ ସାହୁ(୫୫)ଙ୍କୁ ଗିରଫ କରାଯାଇଥିବା ଜଣାପଡିଛି ।