PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଲକଡାଉନରେ ମାତିଲେ ଲୁଟେରା, ରାଜଧାନୀରେ ମହିଳାଙ୍କୁ ଏକୁଟିଆ ଦେଖି ଛୁରାମାଡ଼ କରି ଲୁଟ୍ ଉଦ୍ୟମ

ଭୁବନେଶ୍ଵର, ୩୧/୦୫ : ଲକଡାଉନ୍ ବେଳେ ସକ୍ରିୟ ଲୁଟେରା। ଏକୁଟିଆ ଦେଖି ମହିଳାଙ୍କୁ ଛୁରାମାଡ଼ କରି ଲୁଟ୍ ଉଦ୍ୟମ। ଭୁବନେଶ୍ଵରର ନୟାପଲ୍ଲୀ ଭିଆଇପି ରୋଡରେ ଏଭଳି ଘଟଣା ଘଟିଛି। ଏହି ଘଟଣାର ସମ୍ପୂର୍ଣ୍ଣ ଚିତ୍ର ସିସିଟିଭିରେ କଏଦ ହୋଇଛି।

ସୂଚନାନୁଯାୟୀ, ନୟାପଲ୍ଲୀ ଭିଆଇପି କଲୋନୀର ଜଣେ ମହିଳା ସକାଳୁ ପରିବା ଆଣିବା ପାଇଁ ଯାଉଥିଲେ। ଏହି ସମୟରେ ଏକ ଦୁର୍ବୃତ୍ତ ଏକ ଧାରୁଆ ଛୁରୀରେ ତାଙ୍କ ଉପରକୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଥିଲା। ଫଳରେ ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି। ତାଙ୍କୁ ନୟାପଲ୍ଲୀ ସ୍ଥିତ ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି ଘଟଣାର ସମ୍ପୂର୍ଣ୍ଣ ଚିତ୍ର ସିସିଟିଭିରେ କଏଦ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ କରୁଛି। ତେବେ ଏହି ଘଟଣା ପରେ ପୋଲିସର ପାଟ୍ରୋଲିଂ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।