PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ଡିସେମ୍ବର ୩୧ରେ ଅବସର ନେବେ ବିପିନ ରାୱତ୍, ଜାଣନ୍ତୁ କିଏ ହେବ ସ୍ଥଳସେନା ମୁଖ୍ୟ…

ନୂଆଦିଲ୍ଲୀ ୧୭/୧୨: ଲେଫ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରୱଣେଙ୍କୁ ଭାରତୀୟ ସ୍ଥଳସେନାର ନୂତନ ମୁଖ୍ୟ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ଏବେ ସେନାଧ୍ୟକ୍ଷ ଥିବା ଜେନେରାଲ ବିପିନ ରାୱତ ଚଳିତ ମାସ ୩୧ ତାରିଖରେ ଅବସର ନେବାର ଥିବାରୁ ତାଙ୍କ ସ୍ଥାନ ନେବା ପାଇଁ ଏହି ନିଯୁକ୍ତି କରାଯାଇଛି । ଲେଫ୍ଟନାଣ୍ଟ ଜେନେରାଲ ନରୱଣେ ବର୍ତ୍ତମାନ ସ୍ଥଳସେନାର ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି ।

ତାଙ୍କୁ ସେନାଧ୍ୟକ୍ଷ ଭାବେ ପଦୋନ୍ନତି ଦିଆଯାଇଥିବାରୁ କେନ୍ଦ୍ର ସରକାର ବରିଷ୍ଠତାକୁ ଗୁରୁତ୍ୱ ଦେଇ ଏହି ନିଯୁକ୍ତି କରିଥିବାର ମନେ ହେଉଛି । ଏହି ପଦ ପାଇଁ ସେନାର ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ କମାଣ୍ଡର ମୁଖ୍ୟଙ୍କୁ ବି ଦାବିଦାର ବୋଲି ମନେ କରାଯାଉଥିଲା । ଲେଫ୍ଟନାଣ୍ଟ ଜେନେରାଲ ନରୱଣେ ପୂର୍ବରୁ ସେନାର ପୂର୍ବ କମାଣ୍ଡ ଏବଂ ଟ୍ରେନିଂ କମାଣ୍ଡର ମୁଖ୍ୟ ଭାବେ କାର୍ଯ୍ୟ କରିସାରିଛନ୍ତି ।

ସମ୍ବନ୍ଧିତ ଖବର