ଚୋରା ଦେଶୀ ଓ ବିଦେଶୀ ମଦ ଜବତ, ଦୁଇ ଗିରଫ

କଟକ ୨୬/୧୦: ପାର୍ବଣ ଚାଲିଥିବା ସମୟରେ ଟୁଇନ୍‌ସିଟିରେ ଅପରାଧୀକ ମାମଲା ବଢ଼ିବାରେ ଲାଗିଛି। ଏହାକୁ ରୋକ୍ ଲଗାଇବା ପାଇଁ କମିଶନରେଟ୍‌ ପୁଲିସ୍‌ ଆକ୍ସନ୍ ମୋଡକୁ ଆସିଥିବା ବେଳେ ଦୁର୍ଗା ପୂଜା ସମୟରେ ଚାଲିଥିବା ମଦ ଚୋରା ଚାଲାଣକୁ ରୋକିବା ପାଇଁ ଅଭିଯାନ ଆରମ୍ଭ କରିଛି। ଏହି କ୍ରମରେ ବେଆଇନ୍ ଚୋରାରେ ମଦ କାରବାର ଓ ବିକ୍ରି କରିବା ଅଭିଯୋଗରେ ଲାଲବାଗ ଓ ଜଗତପୁର ପୋଲିସ୍ ଚଢ଼ଉ କରି ୨ଜଣ ଅପରାଧୀକଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ ହୋଇଛ। ସେମାନଙ୍କଠାରୁ ବିଭିନ୍ନ ବ୍ରାଣ୍ଡର ବିଦେଶୀ ବୋତଲ ମଦ ସହ ମୋବାଇଲ୍‌ ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛ।

   ସମ୍ବନ୍ଧିତ ଖବର


ସୁର Vs ସମ୍ବିତ – ଏମିତି ଚେତାବନୀ ଦେଲେ ସୁର କହିଲେ ଆତ୍ମାକୁ ବାଧିଲା.. ୧୫ ଦିନ ସମୟ ଦେଲୁ ନହେଲେ

ତଦନ୍ତ ବେଳେ ଆଶ୍ଚର୍ଯ୍ୟ ହୋଇଗଲା ପୁଲିସ- ହତ୍ୟା ଅଭିଯୋଗ କରିଥିବା ବ୍ୟକ୍ତି ହଁ ହତ୍ୟାକାରୀ

ତୃତୀୟ ପର୍ଯ୍ୟାୟରେ ଏମସ୍‌ର ଡାକ୍ତର ନେଲେ କୋଭାକ୍ସିନ୍‌ ଟିକା- କହିଲେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ନାହିଁ

ସୋଆ ରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍‌ଏସ୍‌ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍‌ଯାପିତ

କରୋନାକୁ ପରାସ୍ତ କଲେ ୯୭ ବର୍ଷୀୟ -ସମ୍ କୋଭିଡ୍ ହସ୍ପିଟାଲ୍‌ରେ ସୁସ୍ଥ ହୋଇ ଘରକୁ ଫେରିଲେ

ବିଲୁଆ, ହରିଆ ଏବଂ ବାଦଲକୁ ଗିରଫ କଲେ କମିଶନରେଟ୍‌ ପୋଲିସ- ବନ୍ଧୁକ ଧରି କରୁଥିଲେ ଡକାୟତି ଯୋଜନା, ୩ ସହଯୋଗୀ ଘଟଣାସ୍ଥଳରୁ ଚମ୍ପଟ