PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ବିସ୍ତାର, ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାଓ୍ବାର

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର କାର୍ଯ୍ୟକ୍ରମ ବିଧାନ ଭବନରେ ହୋଇଛି। ଏନସିପି ନେତା ଅଜିତ ପାଓ୍ବାର ମନ୍ତ୍ରୀପଦର ଶପଥ ନେଇଛନ୍ତି। ତାଙ୍କ ସହିତ ଏନସିପି, ଶିବସେନା ଓ କଂଗ୍ରେସର ମୋଟ ୩୬ ବିଧାୟକ ମନ୍ତ୍ରୀପଦର ଶପଥ ଗ୍ରହଣ କରିଛନ୍ତି। ବିଧାନ ଭବନରେ ଶପଥ ଗ୍ରହଣ ପାଇଁ ପେଣ୍ଡାଲ ସଜାଯାଇଛି, ଯେଉଁଠି ପ୍ରାୟ ୫ ହଜାର ଅତିଥୀଙ୍କୁ ଡକାଯାଇଛି। ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଥିଲେ।

ଉଲ୍ଲେଖନୀୟ ଯେ, କଂଗ୍ରେସର ୧୨, ଏନସିପିର ୧୪ ଓ ଶିବସେନାର ୧୬ ବିଧାୟକ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଅଜିତ ପାଓ୍ବାର ନମ୍ବର ୨ ହେବା ହେବା ସହିତ ପ୍ରଥମ ଥର ବିଧାୟକ ହୋଇଥିବା ଶିବସେନା ନେତା ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ ରାଷ୍ଟ୍ରମନ୍ତ୍ରୀ କରାଯାଇପାରେ।

ସମ୍ବନ୍ଧିତ ଖବର