ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩|୦୧: ଆସନ୍ତା ୧୫ ତାରିଖ ଅର୍ଥାତ ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।

ଏହି ଦିନରେ ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

   ସମ୍ବନ୍ଧିତ ଖବର


ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମବେଶ

ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ନର୍ସ ନିହାରିକା ହତ୍ୟାକାଣ୍ଡ ମାମଲା: ୧୩୦ ପୃଷ୍ଠା ସମ୍ବଳିତ ଚୂଡ଼ାନ୍ତ ଚାର୍ଜସିଟ୍‌ ଦାଖଲ

ପନିକିରେ ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ