PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ହଟ୍ ଡ୍ରେସରେ ନଜର ଆସିଲେ ମଲାଇକା, ଭିଡିଓ ଭାଇରାଲ

ମୁମ୍ବାଇ ୧୯/୪: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ପ୍ରାୟତଃ ନିଜ ସୋସିଆଲ ମିଡିଆ ପୋଷ୍ଟ ପାଇଁ ଚର୍ଚ୍ଚାରେ ରୁହନ୍ତି । ତେବେ ପୁଣି ସେ ଚର୍ଚ୍ଚାକୁ ଆସିଛନ୍ତି । ଘଟଣାଟି କିଛି ଏମିତି ଥିଲା । ମଲାଇକା ଅରୋରା ଜିମ୍ ଯାଉଥିଲେ । ଏହି ସମୟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି । ଭିଡିଓରେ ମଲାଇକା ଅରୋରା ସ୍କିନ୍ କଲର ଏକ ଟାଇଟ୍ ପ୍ଯାଣ୍ଟ ପିନ୍ଧିଛନ୍ତି । ତାଙ୍କର ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

View this post on Instagram

#malaikaarorakhan snapped at bandra

A post shared by Viral Bhayani (@viralbhayani) on

ଏହି ଭିଡିଓକୁ କିଛି ଲୋକ ପସନ୍ଦ କରିଛନ୍ତି । ତେବେ ଆଉ କିଛି ୟୁଜର୍ସ ତାଙ୍କୁ ବଲିଉଡର ୟମି ମମ୍ମି କହି ମଜାକ୍ ଉଡାଇଛନ୍ତି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ୟୁଜର୍ସ କମେଣ୍ଟ ଦେଇଛନ୍ତି ଯେ ଆପଣ ସାରା ଯୁବପିଢିଙ୍କୁ ବରବାଦ୍ କରିଦେବେ । ମଲାଇକା ବହୁତ ଆକ୍ଟିଭ୍ ରୁହନ୍ତି । ସେ ଏଥିପାଇଁ ଅନେକ ସମୟ ଏକ୍ସସରସାଇଜ ମଧ୍ଯ କରିଥାନ୍ତି ।