ନନ୍ଦନକାନନରେ ଦନ୍ତା ଚନ୍ଦନ ମୃତ

ଚନ୍ଦକା ୧୫/୯: ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଥିବା ଏକ ମାତ୍ର ଦନ୍ତା ହାତୀ ଚନ୍ଦନ ର ମୃତ୍ୟୁ ଘଟିଛି। ଗତକାଲି ରାତିରେ ଚନ୍ଦନ ଅଧିକ ଅସୁସ୍ଥ। ହୋଇପଡିଥିଲା। ଡା. ଆଲୋକ ଦାଶଙ୍କ ନେତୃତ୍ୱରେ ଏକ ଟିମ୍‌ ଚନ୍ଦନର ଚିକିତ୍ସା କରୁଥିଲେ ପରେ ଅସୁସ୍ଥ ଅବସ୍ଥାରେ ମୃତ୍ୟୁ ଘଟିଛି । ଚନ୍ଦନ ଚନ୍ଦକା ଜଙ୍ଗଲରୁ ଉଦ୍ଧାର କରି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ରଖାଯାଇଥିଲା ତେବେ ମୃତ୍ୟୁ ବେଳକୁ ଚନ୍ଦନକୁ ୨୦ ବର୍ଷ। ହୋଇଥିଲା

   ସମ୍ବନ୍ଧିତ ଖବର


ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ: ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସୁନା କି ଚାନ୍ଦି ନୁହେଁ, ଏଥର ସିଲଭର୍‌ ସିଟିରେ ଝଲସିବ ଜରି ମେଢ଼: ଅଳଙ୍କାର ଓ ଜରି ମେଢ଼ କାରିଗରଙ୍କର ବଢିଛି ଚାହିଦା

ରାଜ୍ୟରେ ଆଖି ବୁଜିଲେ ଆଉ ୧୫ ଜଣ ଆକ୍ରାନ୍ତ: ମୃତ୍ୟୁସଂଖ୍ୟା ୧୧୯୬କୁ ବୃଦ୍ଧି

ଦିନକରେ ଓଡ଼ିଶାରେ ୧୯୧୩ ଜଣ କରୋନା ପଜିଟିଭ‌ ଚିହ୍ନଟ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ଡେଇଁଲା

୨୦୨୧ରେ ୨୯ ଦିନ ସରକାରୀ ଛୁଟି, କର୍ମଚାରୀଙ୍କ ୯ଟି ଛୁଟି ବେକାର ଯିବ