ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ – ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁତର ହୋଇଥିବା ସୂଚନା ମିଳିଛି । ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତାଙ୍କ ଛାତିରେ ଯନ୍ତ୍ରଣା ପରେ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣା ପଡିଛି ।

   ସମ୍ବନ୍ଧିତ ଖବର


ପାତାଳର ପ୍ରବେଶ ଦ୍ୱାର ପାତାଲକୋଟ୍‌, ଜାଣନ୍ତୁ କେଉଁଠି ରହିଛି ଏହି ରହସ୍ୟମୟ ସ୍ଥାନ

ମେହବୁବା ମୁଫତିଙ୍କ ମନ୍ତବ୍ୟକୁ ନେଇ ବିଜେପି କର୍ମୀଙ୍କ ହଙ୍ଗାମା, ଜମ୍ମୁରେ ପିଡିପି କାର୍ଯ୍ୟାଳୟରେ ଉଡାଇଲେ ତିରଙ୍ଗା

ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ଫେରୁଛି କରୋନାର ଦ୍ବିତୀୟ ଲହର: ସ୍ପେନରେ ମଇ ପର୍ଯ୍ୟନ୍ତ ଜରୁରୀକାଳୀନ ପରିସ୍ଥିତି ଲାଗୁ, ଶ୍ରୀଲଙ୍କାରେ ପାସେଞ୍ଜର ଟ୍ରେନ୍ ବନ୍ଦ

ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ୍, ସିବିଆଇ କୋର୍ଟ ଦେଇଥିଲେ ୩ ବର୍ଷର ଜେଲ ଦଣ୍ଡାଦେଶ

ଦୋହା ବିମାନ ବନ୍ଦରରେ ହଙ୍ଗାମା: ମହିଳାଙ୍କ କପଡା ଖୋଲି ଯାଞ୍ଚ କଲେ ଅଧିକାରୀ, ଜାଣନ୍ତୁ କ’ଣ ଥିଲା ପୁରା ଘଟଣା