PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ସାମାନ୍ୟ ବଚସାରୁ ଶାଶୂର ବେକ କାଟିଦେଲା ଜ୍ୱାଇଁ

source:www.prweb.com

ନବରଙ୍ଗପୁର, ୨୭|୧୨:  ନବରଙ୍ଗପୁର ଡାବୁଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ଜଣେ ଯୁବକ ତାଙ୍କ ଶାଶୂଙ୍କ ବେକ କାଟିଦେଇଥିବା ଅଭିଯୋଗ ହୋଇଛି।

ଆଜି ଡାବୁଗାଁରେ କୌଣସୀ କାରଣରୁ ଜଣେ ଯୁବକ ଓ ତାଙ୍କ ଶାଶୂ ପଦ୍ମା ହରିଜନଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା। ଏଥିରେ ଯୁବକଜଣଙ୍କ ଉତକ୍ଷିପ୍ତ ହୋଇପଡିଥିଲେ। ସେ ଏକ ଧାରୁଆ ଅସ୍ତ୍ର ଆଣି ପଦ୍ମାଙ୍କ ବେକ କାଟି ଦେଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି।  ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।