PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ରାଜଧାନୀ ଏକ୍ସପ୍ରେସରେ ଖରାପ ଖାଦ୍ୟ ଖାଇ ବହୁ ଯାତ୍ରୀ ଅସୁସ୍ଥ

ନୂଆଦିଲ୍ଲୀ,୭।୪: ନୂଆଦିଲ୍ଲୀରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଫୁଡ ପଏଜନିଂ ମାମଲା ଦେଖିବାକୁ ମିଳିଛି। ଭୁବନେଶ୍ବର ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଖାଦ୍ୟ ଖାଇବା ପରେ ପୂର୍ବରୁ ଜଣେ ମହିଳା ଗୋମୋର ଠିକ୍ ପୂର୍ବରୁ ପେଟ ଖରାପ ହେବାର ଅଭିଯୋଗ କରିବା ପରେ ଗୋମୋରେ ଡାକ୍ତରଙ୍କୁ ଡକାଯାଇଥିଲା, ଏହି ମହିଳା ଜଣକ ରାଜିରେ ଖାଦ୍ୟରେ ଚିକେନ୍ ଖାଇଥିଲେ, ଏହାପରେ ଅନ୍ୟ ଯାତ୍ରୀମାନେ ମଧ୍ୟ ସମାନ ଅଭିଯୋଗ କରିତିଲେ।

ଏହି ମହିଳାଙ୍କ ପରେ ଅନ୍ୟ ଯାତ୍ରୀଙ୍କୁ ମଧ୍ୟ ଖାଦ୍ୟ ଖାଇବା ପରେ ଅସୁସ୍ଥ ହୋଇପଡିଥିଲେ। ଏହାପରେ ଡାକ୍ତରଙ୍କ ଏକ ଟିମ୍ ବୋକାରୋରେ ଖରାପ ଖାଦ୍ୟ କାରଣରୁ ଅସୁସ୍ଥ ରେଳ ଯାତ୍ରୀଙ୍କ ମେଡିକାଲ ଯାଞ୍ଚ କରିଥିଲେ। ଖରାପ ଖାଦ୍ୟ ଖାଇବା କାରଣରୁ ବେମାର ହୋଇଥିବାର ଅଭିଯୋଗ କରିଥିବା ଅଧିକାଂଶ ଯାତ୍ରୀ ବି୩ ଓ ବି୪ ଡଗା  ଯାତ୍ରା କରୁଥିଲେ। ଏଥିରେ ଅଧିକାଂଶ ଯାତ୍ରୀଙ୍କ କହିବା ଅନୁସାରେ ଖାଦ୍ୟ ଖାଇବା ପରେ ତାଙ୍କୁ ଏଭଳି ଅସୁବିଧା ହୋଇଥିଲା।

ଏହି ଟ୍ରେନରେ କ୍ୟାଟରିଂର କମା ଆରକେ ଆସୋସିଏଟ୍ ପକ୍ଷରୁ କରାଯାଇଥିଲା। ଯାତ୍ରୀଙ୍କ ଅଭିଯୋଗ ପରେ ଖାଦ୍ୟର ନମୁନାର ପରୀକ୍ଷା ବୋକାରୋ ଷ୍ଟେସନରେ କରାଯାଇଥିଲା। ଆଇଆରସିଟିସିର ଜିଜିଏମ୍ ଦେବାଶିଷ କହିଛନ୍ତି, ଏହି ମାମଲାର ତଦନ୍ତ କରାଯାଉଛି। ଖୁବ୍ ଶୀଘ୍ର ଏହାର ରିପୋର୍ଟ ଆସିଯିବ। ଯଦି ରିପୋର୍ଟରେ ଖାଦ୍ୟରେ କିଛି ଅସୁବିଧା ଥିବା ନେଇ ଜଣାପଡେ ତେବେ କ୍ୟାଟରିଂ କମ୍ପାନୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସମ୍ବନ୍ଧିତ ଖବର