PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ମାଷ୍ଟରକ୍ୟାଣ୍ଟିନ ଗ୍ୟାଙ୍ଗୱାର ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ଭୁବନେଶ୍ବର ୨୭।୭: ମାଷ୍ଟରକ୍ୟାଣ୍ଟିନ ଗ୍ୟାଙ୍ଗୱାର ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ । କାଳିକା ବସ୍ତିରୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ଉଭୟ ପକ୍ଷରୁ ଗ୍ୟାଙ୍ଗୱାରରେ ସମ୍ପୃକ୍ତ ୫ ଜଣଙ୍କ ତାଲିକା ପ୍ରସ୍ତୁତ କରିଛି ପୋଲିସ । ଏମାନଙ୍କୁ ଗିରଫ କରିବାକୁ ପୋଲିସ କମିଶନରଙ୍କୁ ସୁପାରିଶ କରିବ କ୍ୟାପିଟାଲ ଥାନା ପୋଲିସ । ଏନେଇ ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ସୋମବାର ରାଜଧାନୀର ଛାତି ଉପରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା । ଦିନ ଦ୍ବିପ୍ରହରରେ ଜନଗହଳିପୂର୍ଣ୍ଣ ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳରେ ଦୁଇ ଜଣଙ୍କୁ ହାଣିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି ।  ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା ।  ଆହତଙ୍କୁ ୨ ଜଣ କ୍ୟାପିଟାଲ ହସ୍ପିଟାଲ ଭର୍ତ୍ତି ହୋଇଥିବା ବେଳେ, ୨ ଜଣଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ୨ ଗୁରୁତର ହେଲେ ସେକ୍ ରୁହଲାନି, ଶେଖ ସାହିଦ, ଏମାନେ ଖାରବେଳ ନଗର ମସଜିଦ କଲୋନୀର।  ଏମାନେ ସମସ୍ତେ କବାଡିଆ କାମ କରନ୍ତି । ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା ।  ନିଶାଦ୍ରବ୍ୟ କାରବାରକୁ ନେଇ ଆକ୍ରମଣ ହୋଇଥିବା ପ୍ରାଥମିକ ସୂଚନା ମିଳିଥିଲା । ଏପର୍ଯ୍ୟନ୍ତ ଘଟଣାରେ ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି ।