ରଥଯାତ୍ରା ଓ କରୋନା ପ୍ରସଙ୍ଗରେ ମଖ୍ୟମନ୍ତ୍ରୀ ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ


ଭୁବନେଶ୍ୱର ଏପ୍ରିଲ ୨୪- ଏବେ ଦେଶରେ କରୋନା ସଙ୍କଟ । ଲକ୍‌ଡାଉନ୍ ଖୋଲିବା ପରେ ମଧ୍ୟ ସୋସିଆଲ୍‌ ଡିଷ୍ଟାସିଂକୁ କଡାକଡି ଭାବେ ପାଳନ କରାଯିବ ବୋଲି ସୂଚନା ମିଳିଛି । ଓଡିଶାରେ କରୋନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ୍‌ ଯୋଗେ କଥାବାର୍ତ୍ତା ହୋଇଛନ୍ତି ।


ଶୁକ୍ରବାରରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସିବାର ଅଛି । ଏବୈଠରକରେ ଶ୍ରୀମନ୍ଦିର ପରିଚାଳନା ସହ ରଥାଯାତ୍ରା ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯିବ ।

   ସମ୍ବନ୍ଧିତ ଖବର


ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ବ୍ଲାକରୋଜ ଜାହାଜରେ ପିଟିହୋଇ ବୁଡିଗଲା ମାଛଧରା ଟ୍ରଲର: ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ

ଫେରୁଛି କରୋନାର ଦ୍ବିତୀୟ ଲହର: ସ୍ପେନରେ ମଇ ପର୍ଯ୍ୟନ୍ତ ଜରୁରୀକାଳୀନ ପରିସ୍ଥିତି ଲାଗୁ, ଶ୍ରୀଲଙ୍କାରେ ପାସେଞ୍ଜର ଟ୍ରେନ୍ ବନ୍ଦ

ସ୍ଵାଭିମାନ ଅଞ୍ଚଳରେ କମ୍ବିଂ ଅପରେଶନ ବେଳେ ମାଟି ତଳୁ ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଉଦ୍ଧାର

ଉଦୟଗିରିରୁ ୭ ଫୁଟର ଅଜଗର ଉଦ୍ଧାର