ପ୍ରମୁଖ ଖବର
  • ବାଲେଶ୍ୱର ଜିଲ୍ଲା ଜେଲରେ ବିଚାରାଧୀନ କଏଦୀ ମୃତ।
  • ||
  • ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା 'ପ୍ରିୟଂଶୁ' ଯାତ୍ରୀବାହୀ ବସ, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଭାରତ ଦେଉଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ, ଦିନ ୧୧ଟା ସୁଦ୍ଧା ୨୫ ପ୍ରତିଶତ ମତଦାନ
  • ||
  • ନୟାଗଡ଼: ଡବଲ ମର୍ଡର ଘଟଣା, ଅଭିଯୁକ୍ତଙ୍କୁ ଫାଶି
  • ||
  • ଭୁବନେଶ୍ୱର: ଜଳୁଛି ଓଡ଼ିଶା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଲା ଝାରସୁଗୁଡ଼ା, ୪୦ ଡିଗ୍ରୀ ଟପିଲା ପାରଦ
  • ||
  • ନୂଆପଡା - ଚେକିଂ ବେଳେ ୩ ଲକ୍ଷ ୬୯ ହଜାର ଟଙ୍କା ସିଜ କଲା ଖରିଆର ରୋଡ଼ ଜୋଙ୍କ ପୋଲିସ
  • ||
  • ୨୮ରେ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଭାରତୀୟ ଦଳ ଘୋଷଣା!
  • ||
  • EVM- VV-PAT ସ୍ଲିପ୍ ଯାଞ୍ଚ ଆବେଦନ ଖାରଜ, ଇଭିଏମ୍‌ରେ ମତଦାନକୁ ନେଇ ସୁପ୍ରିମେକୋର୍ଟଙ୍କ ରାୟ ପ୍ରକାଶ
  • ||
  • ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ପ୍ରାର୍ଥିପତ୍ର ଦାଖଲ
  • ||
  • IPL 2024ରେ କୋଲକାତାକୁ ଭେଟିବ ପଞ୍ଜାବ, ବ୍ୟାଟିଂ ତ୍ରୁଟି ସୁଧାରିବ କିଙ୍ଗସ୍
  • ||
  • ଆହୁରି ଜଳିବ ଓଡ଼ିଶା: ଆଜି,କାଲି ଅତି ଭୟଙ୍କର ତାତି, ଆହୁରି ୧୪ ଦିନ କଲବଲ କରିବ ଖରା
  • ||

ମିଗ୍-୨୯କେ ଟ୍ରେନର ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ନିଖୋଜ

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ନୌସେନାର ଏକ ଟ୍ରେନର ପ୍ଳେନ୍ MiG-29K ଗୁରୁବାର ସନ୍ଧ୍ୟାରେ ସମୁଦ୍ର ଭିତରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତୀୟ ନୌସେନାର ସୂଚନା ଅନୁସାରେ, ଆରବ ସାଗର ଉପର ଦେଇ ଉଡାଣ କରିବା ବେଳେ MiG-29K ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଯାଇଥିଲା। ଏହାର ସୂଚନା ମିଳିବା ମାତ୍ରେ ସର୍ଚ୍ଚ ଅପରେସନ୍ ଆରମ୍ଭ କରି ଦିଆଯାଇଛି।

wp:html /wp:html

ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ, ରେସକ୍ୟୁ ଟିମର ଜଣେ ପାଇଲଟ୍‌କୁ ଉଦ୍ଧାର କରାଯାଇଛି। ସେଭଳି ଆଉ ଜଣେ ପାଇଲଟଙ୍କୁ ଖୋଜା ଯାଉଛି। ଏହି ମାମଲାରେ ତଦନ୍ତ ନର୍ଦେଶ ନୌସେନା ପକ୍ଷରୁ ଦିଆଯାଇଛି। MiG 29 ବିମାନ ରୁଷ ବିମାନ ଅଟେ। ଏହାର ଲମ୍ବା ୧୭.୩୨ ମିଟର(୫୬ ଫୁଟ୍ ୧୦ ଇଞ୍ଚ) ଓ ସର୍ବାଧିକ ଓଜନ ବହନ କ୍ଷମତା ୧୮,୦୦୦ କିଲୋଗ୍ରାମ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.