PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ବିମାନ ଦୁର୍ଘଟଣା : କେରଳ ମନ୍ତ୍ରୀ କହିଲେ- ଜଣେ ମୃତକ ଯାତ୍ରୀ ଥିଲେ କରୋନା ପଜିଟିଭ୍

କେରଳ ୮।୮ : କେରଳର କୋଝିକୋଡେ ସ୍ଥିତ କାରିପୁର ବିମାନବନ୍ଦରରେ ଶୁକ୍ରବାର ସନ୍ଧ୍ୟାରା ଏୟାର ଇଣ୍ଡିଆ ଏକ୍ସପ୍ରେସର ଏକ ବିମାନ ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ଦୁଇ ପାଇଲଟ ଏବଂ କ୍ରୁ ମେମ୍ବରଙ୍କ ସମେତ ୧୯୧ ଜଣ ଯାତ୍ରୀ ଯାତ୍ରା କରୁଥିଲେ। ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।  ୧୨୩ଜଣ ଆହତ ହୋଇଥିବା କେରଳ ଡିଜିପି ସୂଚନା ଦେଇଛନ୍ତି । ତେବେ ମୃତକଙ୍କ ମଧ୍ୟରେ ଜଣେ ଯାତ୍ରୀ କରୋନା ପଜିଟିଭ୍‌ ଥିବା ସୂଚନା ମିଳିଛି।

ଉଚ୍ଚଶିକ୍ଷା ମନ୍ତ୍ରୀ କେଟି ଜଲିଲ କହିଛନ୍ତି ଯେ ୪୫ ବର୍ଷିୟ ଯାତ୍ରୀ ସୁଧୀର ୱିର୍ଥଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଛି ଏବଂ ସେ କରୋନା ପଜିଟିଭ୍ ବୋଲି ଜଣାପଡିଛି। ସ୍ୱାସ୍ଥ୍ୟମନ୍ତ୍ରୀ କେ.କେ ଶୌଲଜା ଉଦ୍ଧାର କାର୍ଯ୍ୟରେ ସମ୍ପୃକ୍ତ ସମସ୍ତଙ୍କୁ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ କରିବାକୁ ଏବଂ ସତର୍କତା ଅବଲମ୍ବନ କରିବା ସହିତ ପରୀକ୍ଷା କରିବାକୁ କହିଛନ୍ତି।

ମଲପ୍ପୁରମର ଜିଲ୍ଲାଧିକାରୀ ଗୋପାଳକୃଷ୍ଣ କହିଛନ୍ତି କି, ବିଭିନ୍ନ ହସ୍ପିଯାଲରେ ଭର୍ତ୍ତି ହୋଇଥିବା ୧୬ ଯାତ୍ରୀଙ୍କ ଅବସ୍ଥା ଗମ୍ଭୀର ରହିଛି। ଏୟାର ଇଣ୍ଡିଆ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ବିମାନରେ ୧୦ ନବଜାତ ଶିଶୁ ଥିଲେ।

ସମ୍ବନ୍ଧିତ ଖବର