ମୋହନା: ଟୁମାଙ୍ଗପଦର ଘାଟିରେ ମିନିଟ୍ରକ୍ ଓଲଟି ଜଣେ ମୃତ, ୧୨ ଆହତ

ମୋହନା ୧୯/୪: ଟୁମାଙ୍ଗପଦର ଘାଟିରେ ମିନିଟ୍ରକ୍ ଓଲଟି ଜଣେ ମୃତ । ଘାଟିରେ ମିନିଟ୍ରକ ଓଲଟିବା ଫଳରେ ଜଣେ ମୃତ ଏବଂ ୧୨ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ଟୁମାଙ୍ଗପଦର ଗାଁର ଦୀନ ମାଝି ।

ଚୁଡଙ୍ଗପୁର ସାପ୍ତାହିକ ହାଟରୁ ଫେରୁଥିଲେ ଟୁମାଙ୍ଗପଦର ଗାମବାସୀ । ଗାଡିରେ ପ୍ରାୟ ୧୫ ଜଣ ଥିଲେ । ଘାଟୀରୁ ଗଡିବା ସମୟରେ ମିନିଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣା ଫଳରେ ଜଣଙ୍କ ମୃତ୍ଯୁ ହେବା ସହ ୧୨ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଉଛନ୍ତି ଦୀନ ମାଝି । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

   ସମ୍ବନ୍ଧିତ ଖବର


ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ କୋଟିପତି ଆକାଉଣ୍ଟାଣ୍ଟ

୭ ବର୍ଷର ଝିଅକୁ ଧରି ପ୍ରେମିକ ସହ ଚମ୍ପଟ ମାରିଲେ ମହିଳା, ବିଚରା ସ୍ୱାମୀ ଥାନାରେ କରୁଛି ଗୁହାରୀ

କରୋନା ସହ ୧୨ଦିନର ଲଢେଇ ପରେ ଆଖିବୁଜିଲେ କଳାକାର: ବିଶିଷ୍ଟ ଚିତ୍ରଶିଳ୍ପୀ ଶ୍ୟାମ ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆସିଲା ରାୟ: ପ୍ରେମିକ ସମେତ ୨ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡ ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା

ସାମାନ୍ୟ କଥାରୁ ବୀଭତ୍ସ ହତ୍ୟାକାଣ୍ଡ: ପତ୍ନୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ସ୍ୱାମୀ, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଆଦିବାସୀ ନାବାଳିକା ଦୁଷ୍କର୍ମ ମାମଲା: ୩ ସପ୍ତାହ ପରେ ଜେଲ୍‌ ଗଲେ ଓଏଏସ୍‌ଙ୍କ ଶ୍ୱଶୁର