PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

ନୀଳଗିରି ୧୬/୧୨: ନୀଳଗିରି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏଥିରେ ଜଡ଼ିତ ଥିବା ଅଭିଯୋଗରେ ପୁଲିସ ଗୁଡିଖୋଳା ଗ୍ରାମର ଗୋବରା ସିଂ ପୁଅ ବୁଦ୍ଧିଆ (୪୦)କୁ ଗିରଫ କରିଛି ।

ସୂଚନା ଅନୁସାରେ, ଗତକାଲି ବାପାମା’ ଘରେ ନଥିଲେ । ସଂପୃକ୍ତ ନାବାଳିକା ଘରେ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ବୁଦ୍ଧିଆ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲା । ନାବାଳିକାଙ୍କ ମା’ ପହଞ୍ଚି ଯିବାରୁ ବୁଦ୍ଧିଆ ଛାଡି ପଳାଇ ଯାଇଥିଲା । ଏନେଇ ନୀଳଗିରି ଥାନାରେ ଅଭିଯୋଗ ହେବା ପରେ ପୁଲିସ ଥାନା କେସ ନଂ. ୩୨୮/୧୯ ମୂଳେ ୩୭୬ ପୋକସୋ ଆକ୍ଟରେ ମାମଲା ରୁଜୁ କରି ବୁଦ୍ଧିଆକୁ ଗିରଫ କରିଛି । ଆସନ୍ତାକାଲି ବୁଦ୍ଧିଆକୁ ଡାକ୍ତରୀ ମାଇନା କରାଯିବ ।ନିର୍ଭୟା ମାମଲାର ୭ ବର୍ଷ